Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବେଗୁନିଆପଡା ବ୍ଳକ ଗ୍ରସ୍ତରେ ଆସ୍କା ସାଂସଦ,

24-Dec-2025

ବେଗୁନିଆପଡ଼ା ବ୍ଳକ ଗସ୍ତରେ ଆସିକା ସାଂସଦ
ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା,

l ଓଡିଶା ଜନ ମତ,,କୋଦଳା , ସୂର୍ଯ୍ୟ ନାରାୟଣ ବଡୁ,

ଗଞ୍ଜାମ ଆସିକା ସାଂସଦ ଅନିତା ଶୁଭଦର୍ଶିନି ପଟ୍ଟନାୟକ ଆଜି ବେଗୁନିଆପଡ଼ା ବ୍ଲକ କାର୍ଯ୍ଯାଳୟ ଆସି ଏଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମୁଖ୍ଯତଃ ଭାବେ ସାଂସଦ ପାଣ୍ଠିର ସୁ ବିନିଯୋଗ ନେଇ ସମୀକ୍ଷା କରିଥିଲେ। ବେଗୁନିଆପଡ଼ା ପଞ୍ଚାୟତ ସମିତିର ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ସାହୁଙ୍କ ସହ ବିଭିନ୍ନ କାର୍ଯ୍ୟକୁ ନେଇ ଆଲୋଚନା କରିଛନ୍ତି। ଆସିକା ସଂସଦୀୟ କ୍ଷେତ୍ରକୁ ବହୁ ପ୍ରକଳ୍ପ ଆସୁଥିବା ସୂଚନା ଦେଇଛନ୍ତି ସାଂସଦ। ସେହିପରି ଆସିକା ସୂତା କଳ ଓ ଚିନି କାରଖାନାର ପୁନରୁଦ୍ଧାର ତଥା ଉନ୍ନତିକରଣ ନେଇ ସଂସଦରେ ଦାବି କରିଥିବା କହିଛନ୍ତି ସାଂସଦ। କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ନେଇ ମଧ୍ୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଆଗାମୀ ଦିନରେ ବ୍ୟାପକ ଉନ୍ନତି କାର୍ଯ୍ଯ କରାଯିବାକୁ ଯୋଜନା ରହିଥିବା ସୂଚନା ଦେଇଛନ୍ତି। ମନରେଗା ଯୋଜନାର ନୂଆ ନାମକରଣ ପରେ କଂଗ୍ରେସର ବିରୋଧକୁ ନେଇ କଡା ସମାଲୋଚନା କରିଛନ୍ତି ସାଂସଦ। ଆମେ ମହାତ୍ମାଗାନ୍ଧୀଙ୍କୁ ଅସମ୍ମାନ କରି ନାହୁଁ। କଂଗ୍ରେସର ବିରୋଧ କେବଳ ଅସ୍ଥିତ୍ବ ବଞ୍ଚାଇବା ପାଇଁ ବୋଲି ସେ ଗଣ ମାଧ୍ୟମକୁ କହିଛନ୍ତି। ସାଂସଦଙ୍କ ଗସ୍ତ ସମୟରେ ସଂସଦୀୟ ପ୍ରତିନିଧି ଜଜ୍ଞ ନାରାୟଣ ଦାଶ, ବେଗୁନିଆପଡ଼ା ବ୍ଲକ ସାଂସଦ ପ୍ରତିନିଧି ଆଲୋକ ଶତପଥୀ, କୋଦଳାର ବରିଷ୍ଠ ନେତା ସଞ୍ଜୀବ କୁମାର ସାହୁ, ସଞ୍ଜୟ ଘୋଷ, ଭବାନୀ ପ୍ରସାଦ ମିଶ୍ର, ମୁନା ପଣ୍ଡା, ରବିନ୍ଦ୍ର ମହାନ୍ତି, ବହୁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP