Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଶୀତ କାଳୀନ ସ୍ୱତନ୍ତ୍ର ସେବା ଶିବିର ଉଦଘାଟିତ |

24-Dec-2025

ଶୀତ କାଳୀନ ସ୍ୱତନ୍ତ୍ର ସେବା ଶିବିର ଉଦଘାଟିତ

 ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ ନାରାୟ ବଡ, 

 ବୁଧବାର କୋଦଳା ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ର ଶୀତକାଳୀନ ମହିଳା ସ୍ୱତନ୍ତ୍ର ସେବା ଯୋଜନା ଶିବିର ସ୍ଥାନୀୟ ଏସ ରାମଚନ୍ଦ୍ରପୁର ଶାସନ ପ୍ରାଥମିକ ବିଦ୍ୟାଳୟରେ ମହାବିଦ୍ୟାଳୟ ଅଧ୍ୟକ୍ଷ୍ୟ ରଘୁନାଥ ମୁଦୁଲି ଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି lଏଥିରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ନନ୍ଦ ଯୋଗ ଦେଇ ସ୍ୱଚ୍ଛତା ଓ ଶୃଙ୍ଖଳିତ ଜୀବନ ଯାପନ ପାଇଁ ପ୍ରେରଣା ଦେଇଥିଲେ l ମହାବିଦ୍ୟାଳୟ ର ଅଧ୍ୟକ୍ଷ ରଘୁନାଥ ମୁଦୁଲି ସ୍ୱତନ୍ତ୍ର ସେବା ଯୋଜନା ର ଲକ୍ଷ୍ୟ ସମ୍ପର୍କେ ସ୍ବେଛାସେବୀ ଙ୍କୁ ଅବଗତ କରାଇଥିଲେ lକାର୍ଯ୍ୟକ୍ରମର  ସଂଯୋଜିକା ସାଗରିକା ଦାଶ ଙ୍କ  ତତ୍ୱାବଧାନ ରେ 50 ଜଣ ସ୍ବେଛାସେବୀ ଓ ସେମାନଙ୍କୁ ସହଯୋଗ କରିବା ନିମନ୍ତେ ମହିଳା ସହାୟିକା ଭାରତୀ ମହାପାତ୍ର ସେବା ଶିବିରରେ ରେ ଉପସ୍ଥିତ ଥିଲେ l

News Comment

You Might Also Like

BACK TO TOP