Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନଶ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||     

ପୋଲସରା ରେ ବିଜେଡିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ||

25-Dec-2025

ପୋଲସରା ବିଜେଡ଼ିର ପ୍ରସ୍ତୁତି ବୈଠକ,

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
 ତା.୨୪/୧୨:

 ଆସନ୍ତା ୨୬ ତାରିଖ ଶୁକ୍ରବାର ଦିନ ବିଜୁ ଜନତା ଦଳର ୨୯ ତମ ପ୍ରତିଷ୍ଠା ଦିବସ ସମଗ୍ର ରାଜ୍ୟରେ ପାଳିତ ହେବାକୁ ଥିବାବେଳେ ପୋଲସରା ନିର୍ବାଚନ ମଣ୍ଡଳୀର ବୁଗୁଡ଼ା ଏଵଂ ପୋଲସରାଠାରେ ପାଳିତ ହବ। ଏଥିପାଇଁ ପୋଲସରା ବିଜେଡି ତରଫରୁ ସ୍ଥାନୀୟ ବିଜେଡି କାର୍ଯ୍ୟାଳୟଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ୍ ବିଜେଡି ସଭାପତି ସୁରେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୂର୍ବତନ ପୋଲସରା ବିଧାୟକ ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ପ୍ରଧାନ,୩୮/୩୯ /୪୦ ନମ୍ବର ଜିଲ୍ଲା ପରିଷଦର ଅଶୋକ କୁମାର ବିଷୋୟୀ, ବିଜୟ କୁମାର ନାୟକ, ଝୁନୁ ଦାସ ସଭ୍ୟ ସଭ୍ୟା ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ସ୍ଥାନୀୟ ମାତୃଶକ୍ତି କଲ୍ୟାଣ ମଣ୍ଡପ ଠାରେ ହେବାକୁ ଥିବା ସଭା ଏବଂ ପୁଷ୍ପ ମାଲ୍ୟାର୍ପଣ, ମେଡ଼ିକାଲରେ, ଫଳ ବଣ୍ଟନ ଇତ୍ୟାଦି କାର୍ଯ୍ୟକ୍ରମକୁ ନେଇ ବିସ୍ତୃତ ଭାବେ ଆଲୋଚନା ସହ ପୂର୍ଣ୍ଣ ମାତ୍ରାରେ କିଭଳି ଭାବେ ସଫଳ ହେବ ସେଥିପାଇଁ ସମସ୍ତଙ୍କ ସାମୂହିକ ସହଯୋଗ ପାଇଁ ମୁଖ୍ୟ ଅତିଥି ନିବେଦନ କରିଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ସରପଞ୍ଚ ସୁକାନ୍ତ କୁମାର ଭୂୟାଁ, ସୁଶାନ୍ତ କୁମାର ପୋଲେଇ, ସନ୍ତୋଷ କୁମାର ବେହେରା, ଗୋରାଚାନ୍ଦ ସାହୁଙ୍କ ସମେତ ପ୍ରାୟ ୧୦୦ରୁ  ଉର୍ଦ୍ଧ କର୍ମକର୍ତ୍ତା‌ ଓ କର୍ମୀମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP