Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ନୂଆବର୍ଷରୁ ପ୍ରଥମ ମହିଳା ଶାସନ ସଚିବ ହେବେ ଅନୁ ଗର୍ଗ |

25-Dec-2025

ଓଡିଶା ଇତିହାସ ରେ ପ୍ରଥମ, ନୁଆଁ ବର୍ଷରୁ ଅନୁ ଗର୍ଗହେବେ ମୁଖ୍ୟ ସଚିବ,

          ଓଡିଶା ଜନ ମତ ବ୍ୟୁରୋ,

ଜଣେ ମହିଳା  ସଚିବ ଭାବେ ଓଡ଼ିଶା ପ୍ରଶାସନିକସେବାରେ ଇତିହାସରେ ଆଜି ଏକ ନୂଆ ଅଧାୟ  ଯୋଡ଼ି ହୋଇଛି । ରାଜ୍ୟର ପ୍ରଥମ ମହିଳା ଶାସନ ସଚିବ ସିଏସ୍) ହୋଇଛନ୍ତି ଅ ନୁ ଗର୍ଗ । ସେ ନୂଆବର୍ଷରୁ ଦାୟିତ୍ଵ ସମ୍ଭାଳିବେ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି । ସେ ବର୍ତ୍ତମାନର ସିଏସ୍ ମନୋଜ ଆହୁଜାଙ୍କ ସ୍ଥାନ ନେଇଛନ୍ତି । । ଡିସେମ୍ବର ୩୧  ତାରିଖରେ ମନୋଜ ଆହୂଜାଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ନୂଆବର୍ଷରୁ ଅନୁ ଗର୍ଗ ଦାୟିତ୍ଵ ଗ୍ରହଣ କରିବେ । ୧୯୬୯ ମସିହା ମାର୍ଚ ୧ରେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଜନ୍ମ ଗ୍ରହଣ କରିଥିବା ଅନୁ ଗର୍ଗ ୧୯୯୧ ବ୍ୟାଚ କ୍ୟାଡରର ଆଇଏଏସ୍ । ବର୍ତ୍ତମାନ ସେ ଉନ୍ନୟନ କମିଶନର ଭାବେ କାର୍ଯ୍ୟ ସମ୍ପାଦନ କରୁଥିବାବେଳେ ଜଳ ସମ୍ପଦ ବିଭାଗ ଓ ଯୋଜନା ଓ ସଂଯୋଜନା ବିଭାଗ ତାଙ୍କ ଅଧୁନରେ ରହିଛି । ଏଥିପୂର୍ବରୁ ୧୯୯୨ରୁ ୨୦୦୩ ପର୍ଯ୍ୟନ୍ତ ଅନୁ ଗର୍ଗ ରାଜ୍ୟରବିଭିନ୍ନଜିଲ୍ଲାରେ ଏଡିଏମ୍ ଓ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଛନ୍ତି । ଏହାପରେ ସେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର କମିଶନର ଭାବେ ୨୦୦୮ରୁ ୨୦୧୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଭଳି ଗୁରୁତ୍ଵପୂର୍ଣ ବିଭାଗର ସଚିବ ଭାବେ ନିଜର ଦକ୍ଷତା ପ୍ରତିପାଦିତ କରିଛନ୍ତି । ଜଣେ ମହିଳା ଶାସନ ସଚିବ ଭାବେ ସେ ନୁଆଁ ବର୍ଷ ଠାରୁ କାର୍ଯ୍ୟ ଭାର ସମ୍ଭାଳି ଜନସାଧରଣ ଙ୍କୁ ଉତ୍ତମ ସେବା ପ୍ରଦାନ କରିବେ ବୋଲି ଲୋକଙ୍କ ଭରଷା ରହିଛି |

News Comment

You Might Also Like

BACK TO TOP