Breaking News

ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||     

ମୋଟର ସାଇକେଲ ମୁହାଁମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର ଆହାତ

26-Dec-2025

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର ଆହତ

        ଓଡିଶା  ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ,, ବ୍ରହ୍ମପୁର,

ଦିଗପହଣ୍ଡି ଥାନା ଅର୍ନ୍ତଗତ ଘୋଡ଼ା ମୁହଁ ଛକ ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କା ଫଳରେ ନିକଟସ୍ଥ ପନାଡ ଗ୍ରାମ ର ସୁଶାନ୍ତ ଗୌଡ ନାମକ ଜଣେ ଯୁବକ ର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ସେହି ଗ୍ରାମର ସିଲୁ ଗୌଡ ଓ ବ୍ରହ୍ମପୁର ସଦର ଥାନା ଅଞ୍ଚଳର ହୀନ ବେହେରା ଓ ଶିବ ବେହେରା ନାମକ ତିନି ଜଣ ଯୁବକ ଗୁରୁତର ଆହତ ହୋଇ ବଡଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ, ଲୋକ ପ୍ରତିନିଧି ଓ ରାଜନୈତିକ ବ୍ୟକ୍ତିବିଶେଷ ଘଟଣାସ୍ଥଳରେ ପହଞ୍ଚି ପ୍ରଶାସନ ର ଅବହେଳା କୁ ଦାୟୀ କରି ରାସ୍ତାରୋକ କରିଥିଲେ ଓ ଯାନବାହାନ ଚଳାଚଳରେ ବାଧାପ୍ରାପ୍ତ ହେବାରୁ ତହସିଲଦାର, ଥାନା ଅଧିକାରୀ ଓ ପୁର୍ତ୍ତ ବିଭାଗ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ସରକାରୀ ଅଧିକାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।

News Comment

You Might Also Like

BACK TO TOP