Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ର ପାତି ମେଳା ଉଦଘାଟିତ |

28-Dec-2025

ବାଲିଗୁଡ଼ାରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ): 

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ତିନି ଦିନିଆ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୫ ଉଦଘାଟିତ ହୋଇଯାଇଛି। ବାଲିଗୁଡ଼ା ଉପଖଣ୍ଡ ଥିବା ସମସ୍ତ ବ୍ଲକର କୃଷି ବିଭାଗ ଅଧିକାରୀଙ୍କୁ ନେଇ ଏହି ମେଳା ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ପ୍ରଣିତା ଦାସ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା କୃଷି ଅଧିକାରୀ ଚିତ୍ତରଞ୍ଜନ ଶତପଥୀ, ବାଲିଗୁଡ଼ା କୃଷି ଅଧିକାରୀ ସୀତାକାନ୍ତ ରାଉତ, ଫୁଲବାଣୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ସୁଧାଂଶୁ ଦାସ, କୃଷି ଅଧିକାରୀ ଜି.ଉଦୟଗିରି ସୁଶ୍ରୀ ସୁନିତା ମିଶ୍ର, ବାଲିଗୁଡ଼ା ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ , ଲମ୍ବୋଦର ମହାପାତ୍ର, ବାଲିଗୁଡ଼ା ବ୍ୟାଙ୍କ ମ୍ୟାନେଜର ଅକ୍ଷୟ କୁମାର ବେହେରା ଓ ବିଭିନ୍ନ ବ୍ଲକରୁ ଅନ୍ୟ ପଦାଧିକାରୀ ମାନେ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉପଖଣ୍ଡର ବିଭିନ୍ନ ଅଞ୍ଚଳ ଚାଷୀ ମାନେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା କୃଷି ଉପରେ ଚାଷୀଙ୍କ ପାଇଁ ଜନ ହିତକାରୀ ଯୋଜନା ସମ୍ପର୍କରେ ଉପସ୍ଥିତି ଅତିଥି ମାନେ ଚାଷୀଙ୍କୁ ଅବଗତ କରାଇଥିଲେ। ଏହି କୃଷି ମେଳା ୨୦ତାରିଖ ଠାରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜିଲ୍ଲା କୃଷି ଅଧିକାରୀ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP