Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ସୋରଡ଼ା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ର ପ୍ରତିଷ୍ଠା ଦିବସ ପାଳିତ |

28-Dec-2025

ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳନ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଆଜି କଂଗ୍ରେସ ପ୍ରତିଷ୍ଠା ଦିବସ ଅବସରରେ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ ପି ସି ସି ସଦସ୍ୟ ତଥା ଗତ ନିର୍ବାଚନ ରେ ଦଳୀୟ ପ୍ରାର୍ଥୀ ହରେକୃଷ୍ଣ ରଥ ଙ୍କ ନେତୃତ୍ବରେ ଏକ ବିଶାଳ ମୋଟରସାଇକେଲ ଶୋଭାଯାତ୍ରା ବଡଗଡ ଠାରୁ ବାହାରି ସୋରଡ଼ା ଅଞ୍ଚଳର ବିଭିନ୍ନ ଅଞ୍ଚଳ ସହ ଷଡ଼ଙ୍ଗୀ ପଲ୍ଲୀ,କଣ୍ଟେଇପଲୀ, ଗାଙ୍ଗପୁର,ନେଟେଙ୍ଗା ଇତ୍ୟାଦି ଅଞ୍ଚଳ ଭ୍ରମଣ କରି ବେଲଗୁଣ୍ଠା ଠାରେ ପହଞ୍ଚିଥିଲେ।ବେଲଗୁଣ୍ଠା ଠାରେ ଏକ ସାଧାରଣ ସଭାରେ ବିଗତ ଦିନରେ କଂଗ୍ରେସ ଶାସନ ଅମଳରେ ହୋଇଥିବା ବିଭିନ୍ନ ଜନହିତକର କାର୍ଯ୍ୟ ବିଷୟରେ ଜନସଚେତନତା ସୃଷ୍ଟି କରାଯାଇଥିଲା।

News Comment

You Might Also Like

BACK TO TOP