Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ପୁରୁଷୋତ୍ତମପୁର ସହର ରେ କଂଗ୍ରେସ କମିଟି ପକ୍ଷରୁ 140ତମ ପ୍ରତିଷ୍ଠା ଦିବସ ପାଳିତ |

28-Dec-2025

ପୁରୁଷୋତ୍ତମପୁର ସହର ରେ କଂଗ୍ରେସ କମିଟି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ,

      ଓଡିଶା ଜନମତ ବ୍ୟୁରୋ,

ଆଜି ଗଞ୍ଜାମ ଜିଲ୍ଲା  ପୁରୁଷୋତ୍ତମପୁର କଂଗ୍ରେସ କମିଟି ପକ୍ଷରୁ ୧୪୦ ତମ କଂଗ୍ରେସ ର ପ୍ରତିଷ୍ଠା ଦିବସ ସ୍ଵପ୍ନେଶ୍ଵର ମହାଦେବ ଙ୍କ ମନ୍ଦିର ଠାରେ ଖଲ୍ଲିକୋଟ ବିଧାୟକ ପାର୍ଥି ଚିତ୍ର ସେନ ବେହେରା ଓ ପୂର୍ବତନ ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶ ଙ୍କ ମିଳିତ ସଂଯୋଜନା ରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେପୂର୍ବତନ କଂଗ୍ରେସ କମିଟି ସଭାପତି ଶ୍ରୀ ମନୋରଞ୍ଜନ ଦାଶଙ୍କନିର୍ଦେଶ ରେ ସ୍ଵପ୍ନେଶ୍ଵର ମନ୍ଦିର ପ୍ରାଙ୍ଗଣ ରେ ବୈଠକ ଅନୁଷ୍ଠିତ ହୋଇଥିଲା | ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନେ ମଞ୍ଚାସିନ ରହି କହିଲେ ଯେ, ଭାରତୀୟ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଓ ଦେଶକୁ ସ୍ୱାଧୀନ କରିବାରେ ଆମ ପୂର୍ବସୂରୀମାନଙ୍କ ଅସୀମ ତ୍ୟାଗ ଓ ସେବା ପାଇଁ ଆମେ ଆଜି ଗର୍ବ କରୁଛୁ । ବହୁ ପୂର୍ବତନ ପ୍ରଧାନମନ୍ତ୍ରୀମାନେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଓ ନାମକୁ ଟେକ ରଖିଥିବାବେଳେ ବର୍ତ୍ତମାନ ସମ୍ବିଧାନ ପ୍ରତି ବିପଦ ସୃଷ୍ଟି ହୋଇଛି ଓ ମହାତ୍ମା ଗାନ୍ଧୀଙ୍କ ନାମକୁ ପ୍ରତ୍ୟେକ ସ୍ଥାନରୁ ହଟେଇବା ପାଇଁ ଚକ୍ରାନ୍ତ ଚାଲିଛି । କିନ୍ତୁ କଂଗ୍ରେସ ଦଳ ଏହାକୁ କଦାପି ବରଦାସ୍ତ କରିପାରିବ ନାହିଁ ଓ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦେଶବାସୀଙ୍କ ପାଇଁ ତା’ର କାର୍ଯ୍ୟ ଜାରି ରଖିବ ବୋଲି ମନୋରଞ୍ଜନ ଦାଶ ଓ ଚିତ୍ରସେନ ବେହେରା ମତ ଦେଇଥିଲେ |  ଏହି ଅବସରରେ ସମସ୍ତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଏକଜୁଟ ହୋଇ ଦଳକୁ ସଶକ୍ତ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୁଶାନ୍ତ ଗୌଡ଼, ରାମଚନ୍ଦ୍ର ବେହେରା, ଭାଗିରଥି ଗୌଡ଼, ଦମୟନ୍ତୀ ବେହେରା, କାମିନୀ ମହାନ୍ତି, ରାମକୃଷ୍ଣ ପାଢ଼ୀ, ସାଗର ପାଢ଼ୀ,ଦିନେଶ ପଣ୍ଡା, ମଲ୍କି ଦାଶ, ଦୀପକ ବେହେରା, ଏବଂ ଖଲ୍ଲିକୋଟ ବ୍ଲକରୁ ପ୍ରଭାତ ସାମନ୍ତରା, ସୁରେନ୍ଦ୍ର ସାହୁ, ବଳରାମ ନାୟକ ଅଞ୍ଜନା ମହାପାତ୍ର, ବିଜୟ ପ୍ରଧାନ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

News Comment

You Might Also Like

BACK TO TOP