Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ସ୍ଵାକ୍ଷରତା ସର୍ବେକ୍ଷଣ ଅଭିଯାନ |

29-Dec-2025

ସ୍ଵାକ୍ଷରତା ସର୍ବେକ୍ଷଣ ଅଭିଯାନ,

    ଓଡିଶା  ଜନ ମତ,କୋଦଳା, ସୂର୍ଯ୍ୟ ନାରାୟ ବଡ, 

 -ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦୟାଳୟ ର ମହିଳା ସ୍ବେଚ୍ଛାସେବୀ ଙ୍କ ଦ୍ଵାରା ଜାତୀୟ ସେବା ଯୋଜନା ର ଶୀତକାଳୀନ ସ୍ଵତନ୍ତ୍ର ସେବା ଶିବିର ଷଷ୍ଠ ଦିନ ରେ ପୋଷ୍ୟ ଗ୍ରାମ ଶୂନ୍ୟ ରାମଚନ୍ଦ୍ରପୁର ଠାରେ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ହୋଇଯାଇଛି। ପରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ସାଧନା କର୍ମୀ ଭାବରେ ପୋଲସରା ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା ସଂଯୋଜକ ଶ୍ରୀଯୁକ୍ତ ଶେଖ୍ ଫରିଦ୍ ଯୋଗ ଦେଇ ଉପସ୍ଥିତ ସ୍ଵେଚ୍ଛାସବୀ ମାନଙ୍କୁ ଜରୁରୀକାଳୀନ,ପ୍ରତିକ୍ରିୟା ଏବଂ ଯତ୍ନ ଉପରେ ବୁଝାଇ ଥିଲେ। ଏଥି ସହିତ ପୋଷ୍ୟ ଗ୍ରାମ ରେ ସାକ୍ଷରତା ସର୍ବେକ୍ଷଣ କାର୍ଯ୍ୟକ୍ରମ କରାଯାଇଅଛି। କାର୍ଯ୍ୟକ୍ରମ ର ସଂଯୋଜିକା ଶ୍ରୀମତୀ ସାଗରିକା ଦାଶ ଙ୍କ ତତ୍ୱାବଧାନ ରେ 50 ଜଣ ସ୍ୱେଚ୍ଛାସେବୀ ଙ୍କୁ ନେଇ ଆଜିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

News Comment

You Might Also Like

BACK TO TOP