Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ଭୀମ ପୁର ପଞ୍ଚାୟତ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |

29-Dec-2025

ଭୀମ ପୁର ଗ୍ରାମରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି,

 ଓଡିଶା ଜନ ମତ  ବ୍ୟୁରୋ, 

ଗଞ୍ଜାମ ଜିଲ୍ଲାପାଳଙ୍କ ନିଷ୍ପତି କ୍ରମେ ଜିଲ୍ଲାର ସବୁ ବ୍ଳକର ପ୍ରତିପଂଚାୟତରେ ପ୍ରତେକ ସୋମ‌ବାରଦିନ ଅଭିଯୋଗ ଶୁଣାଣି କରିବାକୁ ନିଷ୍ପରି ନେଇ ଆଜି ପୁରୁଷୋତ୍ତମପୁର ବ୍ଳକର ଭୀମପୁର ପଞ୍ଚାୟତ ରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସରପଞ୍ଚ ମାମାଲି ଦାସ, ଓ ସମିତି ସଭ୍ୟ ଜଗନ୍ନଥ ପାତ୍ର ଙ୍କ ମିଳିତ ସଂଯୋଜନା  ରେ ଆରମ୍ଭ ହୋଇଥିଲା |  ଏହି କାର୍ଯ୍ୟକ୍ରମ ରେବ୍ଳକ ଅଧକ୍ଷା ପିଙ୍କି ବେହେରା  ସଭାପତି ତ୍ବ କରିଥିଲା ବେଳେ ଛତ୍ର ପୁର ପିଡି ବିଜୟ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଏହାକୁ କାର୍ଯ୍ୟକାରୀ କରିଥିଲେ ବିଡ଼ିଓ ଶରତ କୁମାର ପାତ୍ର | ଏହି କାର୍ଯ୍ୟକ୍ରମ ରେ ଅତିଥି ମାନଙ୍କ ମଧ୍ୟରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ସମନ୍ୱିତ ଶିଶୁ ବିକାଶ ଅଧିକାରୀ ଲଳିତା ମଲ୍ଲିକ, ସମାଜ ସେଵୀ ଜଗତ ବନ୍ଧୁ ପଣ୍ଡା ମଞ୍ଚାସିନ ଥିଲେ |ମଞ୍ଚାସିନ ଅତିଥି ମାନଙ୍କୁ ପଞ୍ଚାୟତ ତରଫରୁ ଉପଢୌକନ ଓ ପୁଷ୍ପ ଗୁଛ ଦେଇ ସ୍ୱାଗତ କରିଥିଲେ | ଜନଶୁଣାଣୀ ରେସବୁଲାଇନ ବିଭାଗର  ଅଧିକାରୀ, ସମସ୍ତ ଜିଆରଏସ, କିଛି ପଞ୍ଚାୟତ ର ପିଇଓ ମାନଙ୍କ ସହିତ ଯୋଗାଣ ସହାୟକ, ଏବଂ ଭୀମପୁର ପଞ୍ଚାୟତ ର ଷ୍ଟାଫଏବଂ କିଛି ଗ୍ରାମବାସୀ, ଯୁବକ,ମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ ଆଗେଇ ନେଇଥିଲେ | ତେବେ 137 ରୁ ଅଧିକ ଅଭିଯୋଗକାରି ବିଭିନ୍ନ ବିଷୟ ନେଇ ଅଭିଯୋଗକରିବା ପାଇଁ ଆସିଥିଲେ |ତେବେ ବିଶେଷ କରି ରାସନକାର୍ଡ଼ ସଂଯୋଗୀ କରଣ, ଆବାସ, ଭତ୍ତା ଭଳି ଅଧିକାଂଶ ଅଭିଯୋଗ ଆସିଥିବାର ଦେଖିବାକୁ ମିଳି ଥିଲା |  ଅଭିଯୋଗଶୁଣାଣିରେ ପିଡି,ବିଡ଼ିଓ ଓ ତହସିଲଦାର ଉପସ୍ଥିତ ଜନସାଧାରଣ ଙ୍କ ଅଭିଯୋଗ କୁ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦେଶ ଦେଇଥିଲେ |

News Comment

You Might Also Like

BACK TO TOP