Breaking News

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||     

ଅଟୋରେ ମଦ ଧରି ଆସୁଥିଲା ବେଳେ ଅବକାରୀ ବିଭାଗ ଦ୍ୱାରା ଡ୍ରାଇଭର ଗିରଫ ||

29-Dec-2025

ବାଲିଆ  ବାଗ ଦେବୀ ଛକରେ ମଦ ବୋଝେଇ ଅଟୋ ଜବତ, ଜଣେ ଗିରଫ

     , ଓଡିଶା ଜନ ମତ ବ୍ୟୁରୋ 

ପୁରୁଷୋତ୍ତମପୁର, ଗଞ୍ଜାମ ଜିଲ୍ଲା ଅବକାରୀ ଅଧୀକ୍ଷକ ଅମରେନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶକ୍ରମେ ପୁରୁଷୋତ୍ତମପୁର ଅବକାରୀ ବିଭାଗ ଇନ୍ସପେକ୍ଟର ପ୍ରଦୀପ କୁମାର ମହାନ୍ତି ଏବଂ ଇନିସ ପେକ୍ଟର  ଦେବାଶିଷ ମହାପାତ୍ର ଏବଂ ତାଙ୍କ ଟିମ କୌଣସି ସୂତ୍ରରୁ ଖବର ପାଇ ଗତକାଲି ସନ୍ଧ୍ୟାରେ ପୁରୁଷୋତ୍ତମପୁର ଥାନା ଅଧୀନ ବାଲିଆଛକରୁ ଏକ ଅପମିଶ୍ରିତ ଦେଶୀମଦ ବୋଝେଇ ଅଟୋ ଜବତ କରିଛନ୍ତି। ଅଟୋର ପଛଡାଲା ରେ 4ଗୋଟି ବସ୍ଥାରେ  ମଦ ଚାଲାଣ ଖବର ପାଇ ସଙ୍ଗେ ସଙ୍ଗେ  ସେଠାରେ ପହଞ୍ଚି ଅଟୋ ଡ୍ରାଇଭର ଯିଏକି କୋଦଳା ଅଂଚଳର  ଅଟେ | ତାର ନାମ ଅଜୟ କୁମାର ସାହୁ ଏବଂ ସେହି ଚାରିବସ୍ଥା ପକେଟ ମଦ ର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ | ତାହା  ୨୨୦ ଲିଟର ମଦ ଜବତ କରି, ଅଜୟ କୁମାର ସାହୁକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏନେଇ ପୁରୁଷୋତ୍ତମପୁର ଅବକାରୀ ଥାନାରେ କେସ ନମ୍ବର ୯୨/୨୫ରେ ଏକ ମାମଲା ରୁଜୁ ହୋଇଥିବା ଇନ୍ସପେକ୍ଟର୍ ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକୁ ଏ ଏସ ଆଇ ଦେବାଶିଷ ମହାପତ୍ର ଓତାଙ୍କ ଟିମ ସହଯୋଗ କରି ନୂଆବର୍ଷ ପୂର୍ବରୁ ଏହି ମଦ କୁ ଧରିବାରେ ସଫଳ ହୋଇ ଛନ୍ତି | ଅବକାରୀ ବିଭାଗ ଯଦି ଏପରି କାର୍ଯ୍ୟ ଆଗକୁ ଜାରି ରଖିବ ତେବେ ମଦ ମାଫିଆ ମାନେ ଚୋରା ଓ ନକଲି ମଦ ବ୍ୟବସାୟ କରି ପାରିବେ ନାହିଁ |

News Comment

You Might Also Like

BACK TO TOP