Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଦିଲ୍ଲୀ ରେ ପ୍ରଦୂଷଣ ମୁକ୍ତ ପାଇଁ ରାଜ୍ୟ ସରକାର ଙ୍କୁ ସୁପ୍ରିମକୋର୍ଟ ଙ୍କ କଡା ନିର୍ଦ୍ଧେଶ |

20-Nov-2024

ସୁପ୍ରିମ କୋର୍ଟ ଙ୍କ ବଡ଼ ନିର୍ଦ୍ଧେଶ, ପ୍ରଦୂଷଣମୁକ୍ତ ପରିବେଶ ଦେବା ସରକାରଙ୍କ ଦାୟିତ୍ୱ,

             ଓଡିଶା ଜନମତ ବ୍ୟୁରୋ,

ନୂଆଦିଲ୍ଲୀ,20/11/ନାଗରିକଙ୍କୁ ପ୍ରଦୂଷଣମୁକ୍ତ ପରିବେଶ ଯୋଗାଇଦେବା ସରକାରଙ୍କ ସାମ୍ବିଧାନିକ ଦାୟିତ୍ୱ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଏଥିସହ ସମଗ୍ର ଜାତୀୟ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର) ଅନ୍ତର୍ଗତ ସମସ୍ତ ରା ରାଜ୍ୟରେ ଗ୍ରେଡେ ଡେଡ୍ ରେସ୍କନ୍ତି ଆକ୍ସନ ପ୍ଲାନ୍ (ଜିଆରଏପି) ଚତୁର୍ଥ ପର୍ଯ୍ୟାୟ ତୁରନ୍ତ ଲାଗୁ କରିବା ପାଇଁ ସୋମ‌ବାର ଉଚ୍ଚତମ ନ୍ୟାୟା ଳୟ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆର) ୪୫୦ରୁ ତଳକୁ ଖସିଲେ ମଧ୍ୟ ଉକ୍ତ କଟକଣା ଜାରି ରହିବ। ନିର୍ଦ୍ଦେଶନାମା ଅନୁପାଳନ ସମ୍ପର୍କରେ ସତ୍ୟପାଠ ଜରି ଆରେ ଜଣାଇବା ପାଇଁ ଖଣ୍ଡପୀଠ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ସହ ଜିଆରଏପି ୪ ପର୍ଯ୍ୟାୟ କଟକଣାଉଲଂଘନଅଭିଯୋଗ ର ସମାଧାନ ପାଇଁ ବ୍ୟବସ୍ଥା ଗ୍ରହଣ କରିବାକୁ ସମ୍ପୃକ୍ତ ରାଜ୍ୟଗୁଡ଼ିକୁ କହିଛନ୍ତି । ସେହିପରି ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀଗୃହ ପାଠପଢ଼ା ବନ୍ଦ ସମ୍ପର୍କରେ ତୁରନ୍ତ ନିଷ୍ପରି ନେବା ପାଇଁ ଦିଲ୍ଲୀ-ଏନ୍‌ସିଆର ରାଜ୍ୟ ଗୁଡ଼ିକୁ ନିର୍ଦ୍ଦେଶ ଦିଆ ଯାଇଛି। ଦିଲ୍ଲୀରେ ରେ ବାୟୁ ପ୍ରଦୂଷଣ ଅତ୍ୟନ୍ତ ଗମ୍ଭୀର ସ୍ଥିତିକୁ ଆସିଥିଲେ ମଧ୍ୟ ସରକାର ଏହାର ପ୍ରତିକାର ପାଇଁ କଠୋର ପଦକ୍ଷେପ ନେବାରେ ବିଳମ୍ବ କରିଥିବାରୁ କଷ୍ଟିସ୍  ଅଭୟ ଏସ ଓକା  ଏବଂ ଅଗଷ୍ଟାଇନ୍ଚ ଜର୍ଜ ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରି ଥିଲେ।  ଜିଆରଏପିର ବିଭିନ୍ନ ପର୍ଯ୍ୟାୟ ଲାଗୁ କରି ବାରେ ବିଳମ୍ବ କ’ଣ ପାଇଁ ହେଲା ବୋଲି ଖଣ୍ଡପୀଠ ଦିଲ୍ଲୀ ସରକାର ଏବଂ ବାୟୁ ଗୁଣ ବତ୍ତା ପରିଚାଳନା  ଆୟୋଗ (ସିଏକ୍ୟୁଏମ୍)ଙ୍କୁ ପ୍ରଶ୍ନ କରିଛନ୍ତି । ସୋମବାରଠାରୁ ଜିଆରଏପି ଚତୁର୍ଥ ପର୍ଯ୍ୟାୟ ଲାଗୁ ହୋଇଥିବା ଦିଲ୍ଲୀ ସର କାରଙ୍କ ଓକିଲ କହିବାରୁ ଏକ୍ୟୁଆଇ ବିପଜ୍ଜନକ ସ୍ତରରେ ପହଂଚିବା ମାତ୍ରେ ଏହା ଲାଗୁ କରାଯିବା ଆବଶ୍ୟକ ଥିଲା ବୋଲି ଖଣ୍ଡପୀଠ କହିଥିଲେ । ଏକ୍ୟୁଆଇ ୩୦୦ରୁ ୪୦୦ ମଧ୍ଯରେ ପହଞ୍ଚତ୍ବା ପରେ ଜିଆରଏପିର ଚତୁର୍ଥ ପର୍ଯ୍ୟାୟ ଲାଗୁ କରାଯିବା କଥା। ପ୍ରଦୂଷଣ ରୋକିବା ପାଇଁ ଏପର୍ଯ୍ୟନ୍ତ କାର୍ଯ୍ୟକାର ନାରୀ ହୋଇଥିବା ପ୍ରତିକାରମୂଳକ ପଦକ୍ଷେପ ସମ୍ପର୍କରେ ସତ୍ୟପାଠ ପାଠ ଜରିଆରେ ଜରିଆରେ୨୨ ତାରିଖ ସୁଦ୍ଧା  ଜଣାଇବା ପାଇଁ ଖଣ୍ଡପୀଠ ଦିଲ୍ଲୀ ସରକାର କହିଛନ୍ତି । ଏବଂ ଏନ୍‌ସିଆର ରାଜ୍ୟଗୁଡ଼ିକୁ କହିବାୟୁ ପ୍ରଦୂଷଣ ରୋକିବା ପାଇଁ ଜିଆରଏପି ପ୍ରଥମେ ୨୦୧୭ରେ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଲାଗୁ ହୋଇଥିଲା । ବାୟୁ ଗୁଣବତ୍ତା ଅନୁଯାୟୀ ଏହାର ବିଭିନ୍ନ ପର୍ଯ୍ୟାୟ ଲାଗୁ କରାଯାଇ ଥାଏ। ଏକ୍ୟୁଆଇ ୨୦୧ ରୁ ୩୦୦ ମଧ୍ୟରେ ରହିଲେ ଜିଆରଏପିର ପ୍ରଥମ ପର୍ଯ୍ୟାୟ ଲାଗୁ ହେଉଥିବା ଥିବାବେଳେ ଏହି ସ୍ତର ୩୦୧ରୁ ୪୦୦ ରହିଲେ ଦ୍ବିତୀଯ ତୀୟ ପର୍ଯ୍ୟାୟ, ୪୦୧ରୁ ୪୫୦ ରହିଲେ ତୃତୀୟ ପର୍ଯ୍ୟାୟ ଏବଂ ୪୫୦ ଟପିଲେ ଚତୁର୍ଥ ପର୍ଯ୍ୟାୟ ଲାଗୁ ହୋଇଥାଏ। ରବିବାର ବାୟୁମାନ ୪୫୭ରେ ପହଞ୍ଚତ୍ବା ପରେ ସୋମବାର ସକାଳ ୮ରୁ ଜିଆରଏପି ଚତୁର୍ଥ ପର୍ଯ୍ୟାୟ ଲାଗୁ କରିବା ପାଇଁ ସି ଏକ୍ୟୁ ଏମ୍ ନିର୍ଦ୍ଦେଶନାମା ଜାରି କରିଥିଲେ। ଉକ୍ତ ନିର୍ଦ୍ଦେଶନାମା ଅନୁଯାୟୀ ଅତ୍ୟାବଶ୍ୟକ ସାମଗ୍ରୀ କିମ୍ବା ସ୍ୱଚ୍ଛ ଇନ୍ଧନ ପରିବହନ କରୁଥିବା ଯାନକୁ ବାଦ୍ ଦେଇ ଅନ୍ୟ ସମସ୍ତ ଟ୍ରକ୍‌କୁ ଦିଲ୍ଲୀରେ ପ୍ରବେଶ ଅନୁମତି ଦିଆଯିବ ନାହଁ । ଦିଲ୍ଲୀ ବାହାରେ ପଞ୍ଜୀକୃତ ଅତିଜରୁରୀ ନ ଥିବା ହାଲୁକା ବ୍ୟବସାୟିକ ଯାନ ଉପରେ ମଧ୍ୟ କଟକଣା ଜାରି ହୋଇଛି। କେବଳ ବିଦ୍ୟୁତ୍, ସିଏନ୍‌ଜିରେ ଚାଲୁଥିବା ଗାଡ଼ି ଏବଂ ବିଏସ୍-୬ ଡିଜେଲ ଗାଡ଼ିକୁ ଅନୁମତି ମିଳିବ।

News Comment

You Might Also Like

BACK TO TOP