Breaking News

ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||     

ରାଜେନ୍ଦ୍ର କୁମାର ଶତପଥୀ ପୁରୁଷୋତ୍ତମପୁର ଜେ ଏମ ଏଫ ସି ରେ ସହକାରୀ ଏ ପି ପିଭାବେ ନିଯୁକ୍ତି |

29-Dec-2025

ଆଇନଜୀବୀ ରାଜେନ୍ଦ୍ର ପ୍ରସାଦ ଶତପଥୀ ଏପିପି ଭାବେ ନିଯୁକ୍ତ,

    ଓଡିଶା ଜନ ମତ  ବ୍ୟୁରୋ

ଓଡ଼ିଶା ସରକାରଙ୍କ ଆଇନ ବିଭାଗ ପକ୍ଷରୁପୁରୁଷୋତ୍ତମପୁର 
ଯେ ଏମ ଏଫ ସି କାର୍ଯ୍ୟଳୟରେ ସହକାରୀ ସରକାରୀ ଓକିଲ( ଏପିପି) ରୂପେ ଆଇନଜୀ  ରାଜେନ୍ଦ୍ର ପ୍ରସାଦ ଶତପଥୀ ମନୋନୀତ ହୋଇ ଛନ୍ତି | ପେଶାରେଜଣେଯୁବ ରାଜ ନିତିଜ୍ଞ, ଓ ରାଇପୁର ପଞ୍ଚାୟତ ର ପୂର୍ବତନ ଯୁବ ସରପଞ୍ଚ ଥିଲେ | ସେ ଯେ ଏମ ଏଫ ସି କୋର୍ଟ ରେ ସରକାରୀ ଓକିଲ (ଏପିପି) ରୂପେ ନିୟୁକ୍ତ ଦିଆଯାଇଥିବାରୁ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି । ଏହି ନୂଆଁ ନିଯୁକ୍ତି ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ଶତପଥୀ ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଆଇନ୍‌ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ଆସିକା ସାଂସଦ ଅନିତା ଶୁଭଦର୍ଶିନୀ, ମନ୍ତ୍ରୀ 2ଗୋକୁଳାନନ୍ଦ ମଲିକ, ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ,ଅନ୍ୟନ୍ୟ ନେତା, କର୍ମୀଙ୍କୁ କୃତଜ୍ଞତା ଜଣେଇ ଛନ୍ତି |

News Comment

You Might Also Like

BACK TO TOP