Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ରାଜ୍ୟ ସ୍ତରୀୟ ଓପେନ ଟାଏକଣ୍ଡୋ କ୍ରୀଡା ରେ କୃତିତ୍ୱ ଅର୍ଜନ କଲେ କନ୍ଧମାଳ ର ଛତ୍ର, ଛାତ୍ରୀ,|

30-Dec-2025

ରାଜ୍ୟ ସ୍ତରୀୟ ଓପନ ଟାଏକଣ୍ଡୋ କ୍ରୀଡାରେ କୃତିତ୍ବ ଅର୍ଜନ କଲେ କନ୍ଧମାଳ ର ଛାତ୍ରଛାତ୍ରୀ

ଓଡିଶା ଜନମତ,କନ୍ଧମାଳ, ତା, ୩୦/୧୨:

ସଞ୍ଜୟ କୁମାର ପାଣିଗ୍ରାହୀ,

 କନ୍ଧମାଳ ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ ର ଛାତ୍ରୀ ଛାତ୍ର ମାନେ ରାଜ୍ୟ ସ୍ତରୀୟ ଟାଏକଣ୍ଡୋ କ୍ରିଡ଼ା ରେ ସଫଳତା ଅର୍ଜନ କରି ଫେରିଛନ୍ତି । ଭଦ୍ରକ ଠାରେ ଅନୁଷ୍ଠିତ ତିନିଦିନିଆ ରାଜ୍ୟ ସ୍ତରୀୟ ଓପନ ଟାଏକୋଣ୍ଡୋ ପ୍ରତିଯୋଗୀତା ରେ କନ୍ଧମାଳ ଜିଲ୍ଲାରୁ ଜିଲ୍ଲା ଟାଏକଣ୍ଡୋ ପ୍ରଶିକ୍ଷକ ଭିନସ୍ କୁମାର ନାୟକ ଙ୍କ ପ୍ରଶିକ୍ଷଣ ରେ ୨୫ ଜଣ ଛାତ୍ର ଛାତ୍ରୀ ଭାଗ ନେଇଥିଲେ । ସେଥି ମଧ୍ୟରୁ ସ୍ବର୍ଣ୍ଣ ପଦକ ରେ ଅପୂର୍ବା ଆର୍ଯ୍ୟ, ଦିବ୍ୟାଦର୍ଶନୀ ପ୍ରଧାନ, ଏସ କେ ଶ୍ରୀଭା ପ୍ରଧାନ, ଆଶୁତୋଷ ପ୍ରଧାନ ଥୂବା ବେଳେ ରୌପ୍ୟ ପଦକ ରେ ଇଶାନ ଆଦିତ୍, ଆର୍ୟାନ୍ ଅନସାରୀ, ଆରୋହୀ ନାୟକ, ପରିନିତା ପ୍ରଧାନ, ସ୍ମିତାରାଣି ନାୟକ, ସ୍ନେହା ପାଣିଗ୍ରାହୀ ପ୍ରମୁଖ ପଦକ ହାସଲ କରି କନ୍ଧମାଳ ଜିଲ୍ଲା ପାଇଁ ଗୌରବ ଆଣି ପାରିଛନ୍ତି । ସେହିପରି ୧୫ ଜଣ କାଂସ୍ୟ ପଦକ ମଧ୍ୟ ହାସଲ କରିପାରିଛନ୍ତି ।  ଟାଏକଣ୍ଡୋ ଭଳି କ୍ରୀଡା ପ୍ରତି ଆଗ୍ରହ ଦେଖାଇବା ଏବଂ ଏଥିରେ ଛାତ୍ର ଛାତ୍ରୀ ମାନଙ୍କ ସଫଳତା କୁ ନେଇ ବିଭିନ୍ନ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟିଛି ।

News Comment

You Might Also Like

BACK TO TOP