Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଆତ୍ମ ନିର୍ଭର ଶୀଳ ଭାରତ ସଂକଳ୍ପ ମେଳା ଅନୁଷ୍ଠିତ |

30-Dec-2025

ଆତ୍ମନିର୍ଭରଶୀଳ ଭାରତ ସଂକଳ୍ପ ମେଳା ଅନୁଷ୍ଠିତ,

  ଓଡିଶ ଜନ ମତ,ସୂର୍ଯ୍ୟନାରାୟ ବଡୁ, ବେଗୁନିଆପଡା- 

କୋଦଳା ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ତରଫରୁ ମହାବିଦ୍ୟାଳୟ ନିକଟ କାକୁଡ଼ିଆପଡା ଗ୍ରାମ ଠାରେ ଅଧ୍ୟକ୍ଷ ରଘୁନାଥ ମୁଦୁଲିଙ୍କ ଉପସ୍ଥିତ ରେ ଆତ୍ମନିର୍ଭରଶୀଳ ଭାରତ ସଂକଳ୍ପ ମେଳା ଅନୁଷ୍ଠିତ ହୋଇଯାଇଛି ,ଏଥିରେ ସ୍ୱଚ୍ଛତା ର  ବାର୍ତ୍ତା ନେଇ ଏକ ପଥପ୍ରାନ୍ତ ନାଟକ ଓ ସଙ୍ଗୀତ ମାଧ୍ୟମ ରେ ମଞ୍ଚସ୍ଥ କରାଯାଇଥିଲା  l ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ଓ ସମସ୍ତ କର୍ମଚାରୀଙ୍କ ସହଯୋଗ ରେ ମହାବିଦ୍ୟାଳୟ  ପରିସର ସଫାସୁତରା ସହ  ଚତୁଃପାର୍ଶ ରେ ଲାଗିଥିବା ବୃକ୍ଷ ଗୁଡିକର ଉତ୍ତମ ସୁରକ୍ଷା ନିମନ୍ତେ  ଜୈବିକ ସାର ଓ ପାଣି ଦିଆଗଲାl ଯାହାକି ପରିବେଶ ସନ୍ତୁଳନ ପାଇଁ ଏକ ବଳିଷ୍ଠ ପଦକ୍ଷେପ ନିଆଯାଇଥିଲା lଏଥିରେ ପ୍ରଶାସନିକ ଅଧିକାରୀ ଅଧ୍ୟାପିକା ରଞ୍ଜୁବାଳା ନନ୍ଦ, ଏକାଡେମୀକ ବର୍ସର ଅଧ୍ୟାପକ ବିନୋଦ କୁମାର ମିଶ୍ର,  ଯୁବ ରେଡ଼କ୍ରସ ର ସଂଯୋଜକ ଅଧ୍ୟାପକ ରତ୍ନାକର ପ୍ରଧାନ, ଜାତୀୟ ସେବା ଯୋଜନା ସଂଯୋଜିକା ଅଧ୍ୟାପିକା ସାଗରିକା ଦାଶ ଙ୍କ ସମେତ ଅନେକ ଅଧ୍ୟାପକ, ଅଧ୍ୟପିକା ଏବଂ ଛାତ୍ରଛାତ୍ରୀ ଯୋଗଦେଇ ଆଜିର କାର୍ଯ୍ୟକ୍ରମ କୁ ସଫଳ କରାଇଥିଲେ l

News Comment

You Might Also Like

BACK TO TOP