Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ଜାତୀୟ ସେବା ଯୋଜନା ସ୍ୱତନ୍ତ୍ର ସେବା ଶିବିର ଅନୁଷ୍ଠିତ ||

01-Jan-2026

ଜାତୀୟ ସେବା ଯୋଜନା ସ୍ୱତନ୍ତ୍ର ସେବା ଶିବିର ଉଦଯାପିତ,

 ଓଡିଶା ଜନ ମତ,ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ,

 ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା ଶୀତକାଳୀନ ସ୍ୱତନ୍ତ୍ର  ଶିବିର ପୋଷ୍ୟ ଗ୍ରାମ ଶୂନ୍ୟ ରାମଚନ୍ଦ୍ରପୁର ଶାସନ ପ୍ରାଥମିକ ବିଦ୍ୟାଳୟରେ ଉଦଯାପିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ନନ୍ଦ ଯୋଗଦେଇ ଦୀର୍ଘ ସାତ ଦିନ ଧରି ଚାଲିଥିବା ଏ କାର୍ଯ୍ୟକ୍ରମ ର ଭୁୟସୀ ପ୍ରଶଂସା କରିଥିଲେ l ମହାବିଦ୍ୟାଳୟ ର ଅଧ୍ୟକ୍ଷ ରଘୁନାଥ ମୁଦୁଲି ଉପସ୍ଥିତ ସ୍ବେଛାସେବୀ ମାନଙ୍କୁ ଶିଖିଥିବା  ଜ୍ଞାନ ସମାଜମୂଳକ ସେବାରେ ଉପଯୋଗ କରିବା ନିମନ୍ତେ ପ୍ରେରଣା ଦେଇଥିଲେ l ଦୀର୍ଘ 7 ଦିନ ଧରି ଚାଲିଥିବା ଏ ଶିବିର ଆଜି ଶେଷ ହୋଇଛି lଏଥିରେ ଭାଗ ନେଇଥିବା ସମସ୍ତ ଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା l କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ସାଗରିକା ଦାଶ ଙ୍କ ତତ୍ୱାବଧାନ ରେ 50 ଜଣ ସ୍ବେଛାସେବୀ ଅଂଶ ଗ୍ରହଣ କରିଥିଲେ l ସେମାନଙ୍କୁ ସହଯୋଗ କରିବା ନିମନ୍ତେ ମହିଳା ସହାୟିକା ଭାରତୀ ମହାପାତ୍ର ସେବା ଶିବିରରେ ଉପସ୍ଥିତ ଥିଲେ l

News Comment

You Might Also Like

BACK TO TOP