Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ରାଜ୍ୟରେ ପାରଦତଳ ମୁହାଁ ହେଉଛି |

20-Nov-2024

ରାଜ୍ୟରେ  ପାରଦ ତଳମୁହାଁ ହେଉଛି  |

           ଓଡିଶା ଜନମତ  ବ୍ୟୁରୋ,

ଭୁବନେଶ୍ଵର: --- ରାଜ୍ୟରେ ତଳମୁହାଁ ହେଉଛି ରାତିର ତାପମାତ୍ରା। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢିଥିବା ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନରେ ଘନ କୁହୁଡି ସହିତ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି । ତେବେ ଆସନ୍ତା ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରକୋପ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସେହିପରି ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି। ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡିରେ ମଧ୍ୟମ ଧରଣର କୁହୁଡିର ସମ୍ଭାବନା ରହିଛି। ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି।ଭୁବନେଶ୍ବର ଏବଂ କଟକରେ ତାପମାତ୍ରା ୧୬.୦୮ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟପଟେ ରାଉରକେଲାରେ ୧୨.୨, ଝାରସୁଗୁଡ଼ାରେ ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ ସୁନ୍ଦରଗଡ଼ ରେ ୧୪, ନବରଙ୍ଗପୁରରେ ୧୪.୫,ବଲାଙ୍ଗୀର ଓଢେଙ୍କା ନାଳ ରେ ୧୪.୯, ସୋନପୁର ରେ ୧୫.୧,  ଜି ଉଦୟଗିରି ରେ ପାରଦ ସବୁଠୁ କମ୍‌ ୭.୨ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡହୋଇଛି। ସେହିପରିନୟାଗଡ଼ରେ ୧୫.୪ ଡିଗ୍ରୀ ରେକର୍ଡ ହୋଇଛି।

News Comment

You Might Also Like

BACK TO TOP