Breaking News

ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||     

"ହରିହର ନଗର ରେ ବିଶ୍ୱ ଶାନ୍ତି ଯଂଜ୍ଞ ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

01-Jan-2026

*ହରିହର ନଗରରେ ବିଶ୍ଵ ଶାନ୍ତି ଯଜ୍ଞ ଓ ସ୍ଵାସ୍ଥ୍ୟ ଶିବିର **

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ଆଜି ପବିତ୍ର ନବବର୍ଷ ଉପଲକ୍ଷେ ବ୍ରହ୍ମପୁର ହରିହର ନଗର ସ୍ଥିତ ହରିହର ଭେଟ ମନ୍ଦିରରେ ନବ ବର୍ଷରେ ବିଶ୍ଵ ଶାନ୍ତି ପାଇଁ ମହାନାମ ସଙ୍କୀର୍ତ୍ତନ, ଯଜ୍ଞ,ହରିହରଙ୍କୁ ଅଭିଷେକ, ପ୍ରସାଦ ସେବନ ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି lରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ, ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା। ଡା. ନକୁଳ ସାହୁ, ଡା. ସୁରଜିତ୍ ପାଣିଗ୍ରାହୀ ଓ ପ୍ରାକୃତିକ ଚିକିତ୍ସା ପାଇଁ ଶ୍ରୀ ରତିନ୍ଦ୍ର ପ୍ରସାଦ ସାହୁ ଯୋଗଦେଇ ସେବା ପ୍ରଦାନ କରିଥିଲେ. କେ. ବାଳକୃଷ୍ଣ ପାତ୍ର ଓ ମନ୍ଦିର କମିଟି ସଭ୍ଯ ସଭ୍ୟା ପ୍ରମୁଖ ସହଯୋଗ  କରିଥିଲେ।

News Comment

You Might Also Like

BACK TO TOP