Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଅନୁସୂଚିତ ଜାତି ଓ ଜନଜାତି ବିଭାଗ ର ଅବସର ପ୍ରାପ୍ତ ଶିକ୍ଷକ , ଶିକ୍ଷୟତ୍ରୀ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ |

02-Jan-2026

ଅନୁସୂଚିତ ଜାତି ଓ ଜନଜାତି ବିଭାଗ ର ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ 

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ,)

ଖୋର୍ଦ୍ଧା ବ୍ଲକ ଅଧୀନ ଟାଙ୍ଗିଆପଡା ପଞ୍ଚାୟତ ଅନ୍ତର୍ଗତ ଉଇଲକିସନ ନଗର ମା ଅଁଳାଇ ପୀଠ ରେ  ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି  ବିଭାଗ ର ବିଭିନ୍ନ ସ୍କୁଲ ରୁ ଅବସର ନେଇଥିବା କାର୍ଯ୍ୟରତ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ମଙ୍ଗଳ ଅଧିକାରୀ ଡ଼ ଗୀତାଂଶୁ ଦାଶ ଙ୍କ ସଭାପତିତ୍ୱ ରେ ଏସି /ଏସ୍ଟି ବିଭାଗ ର କେନ୍ଦୁଝର ସିଆଇ ସଞ୍ଚିତା ବେହେରା, ସଂମ୍ମାନିତ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମିତାରାଣୀ ମହାନ୍ତି,ଦୀପା ସେଠି, ବିଜୟାନନ୍ଦ ରାଉତ,ପ୍ରମୁଖ ଯୋଗଦେଇ ଦୀର୍ଘ ବର୍ଷ ଧରି ବିଭାଗ ରେ ଅତି ଶୃଙ୍ଖଳିତ, ନିଷ୍ଠା ର ସହିତ ଶିକ୍ଷାଦାନ, ଓ ସେବା ଯୋଗାଇ ସମସ୍ତ ଙ୍କର ପ୍ରିୟପାତ୍ର ହୋଇଥିବା ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କୁ ଆଜି  ସମ୍ବର୍ଦ୍ଧିତ କରି ନିଜକୁ ଗୌରବାନ୍ୱିତ ମନେ କରିଛୁ ବୋଲି କହିବା ସହିତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ତାଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଶିକ୍ଷାଦାନ କରିବାକୁ ପରାମର୍ଶ ଦେଇଥିଲେ l ଏହି ଅବସରେ ଅବସର ନେଇଥିବା ଶିକ୍ଷକ ଧୃବାନନ୍ଦ ନାୟକ,ଦେବେନ୍ଦ୍ର ମହାନ୍ତି, ଧିରେନ ମହାନ୍ତି, ଜାହ୍ନବୀ ଦାସ,ତ୍ରିଲୋଚନ ଜେନା,ସିଆଇ ସଞ୍ଚିତା ବେହେରା ଙ୍କୁ ଜିଲ୍ଲା ମଙ୍ଗଳ ଅଧିକାରୀ, ଓ ଅନ୍ୟ ଉପସ୍ଥିତ ଅଧିକାରୀ ମାନପତ୍ର, ଉପଢୌକନ, ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ l ସେହିପରି ସମ୍ବର୍ଦ୍ଧିତ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ନିଜ ନିଜର ଅଭିଜ୍ଞତା ବକ୍ତବ୍ୟ ରଖିଥିଲେ lଏହି ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ କୁ ପ୍ରକାଶ ବେହେରା ପରିଚାଳନା କରିଥିଲା ବେଳେ ବିଭାଗ ର ଶିକ୍ଷକ ସଂଘ ସଭାପତି ବିଦ୍ୟାଭୂଷଣ ତ୍ରିପାଠୀ,ସମ୍ପାଦକ ତ୍ରିନାଥ ବେହେରା,ଉପସଭାପତି ବ୍ରଜକିଶୋର ବଳିୟାରସିଂହ,କୋଷାଧକ୍ଷ କେଦାର ସ୍ବାଇଁ, ଶିକ୍ଷକ ଜ୍ଞାନ ବେହେରା,ବିଭାଗ ର ସମସ୍ତ ଷ୍ଟାଫ, କର୍ମଚାରୀ, ବ୍ଲକ ମଙ୍ଗଳ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l

News Comment

You Might Also Like

BACK TO TOP