Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ପାଣି ପାଗର ପୂର୍ବାନୁମାନ ରାଜ୍ୟରେ ଶୀତ ଓ କୁହୁଡି ଲାଗି ରହିବ ||

03-Jan-2026

ରାଜ୍ୟରେ ଶୀତଓ କୁହୁଡି ଯୋଗୁଁ ଅସ୍ତ ବ୍ୟସ୍ତ ଜନ ଜୀବନ,

     ଓଡିଶା ଜନ ମତ ବ୍ୟୁରୋ,

ବର୍ତ୍ତମାନ ରାଜ୍ୟରେ ଯେଉଁପରି ଶୀତ ଲହରୀ ଓ କୁହୁଡି ମାଡି ବସୁଛି ତାହାର ପ୍ରଭାବରେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇ ଯାଉଛି | ଅତି ଘନ କୁହୁଡ଼ିର ବହଳ ଆସ୍ତରଣ ଆକାଶକୁ ଘୋଡ଼ାଇ ଦେଉଛି । ଆଭ୍ୟନ୍ତରୀଣ  ଓଡ଼ିଶାରେ ଏଭଳି ସ୍ଥିତି ଉପୁଜିଛି । ଏ ସମୟରେ  ଯାତାୟାତ କରିବା ମୁସ୍କିଲ ହୋଇଯାଉଛି | ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସେପଟେ ରାତି ତାପମାତ୍ରା ବଢ଼ିବା ଯୋଗୁ ଶୀତ କମିପାରେ ବୋଲି ମଧ୍ୟ ଆକଳନ ରହିଛି । ତେବେ ବର୍ତ୍ତମାନ ରାଜ୍ୟରେ ଶୀତ ର ପ୍ରକୋପ ବଢ଼ି ଚାଲିଛି | ଶନିବାର ଜଗତସିଂହପୁର,  ପୁରୀ, କଟକ ଓ ଖୋର୍ଦ୍ଧାରେ ଅତି ଘନ କୁହୁଡ଼ି ଦେଖା  ଦେଇପାରେ । ଦୃଶ୍ୟମାନ ଦୂରତା ବିପଜ୍ଜନକ ସ୍ତରକୁ  ଖସିପାରେ । ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାଣ୍ଡିଂ ଜାରି  ହୋଇଛି । କେନ୍ଦ୍ରାପଡା଼, ଗଜପତି, ଢେଙ୍କାନାଳ,  ଯାଜପୁର, ଭଦ୍ରକ, ବାଲେଶ୍ଵର, ନୟାଗଡ଼, ଗଞ୍ଜାମ, । ସୁନ୍ଦରଗଡ଼ ଓ କନ୍ଧମାଳରେ ଘନ କୁହୁଡ଼ି ରହିବ । ରବିବାର ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ ଓ କଟକରେ ଅତି ଘନ କୁହୁଡ଼ି ଦୃଶ୍ୟମାନହୋଇପାରେ । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାନିଙ୍ଗ ରହିଛି । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡ଼ି ଅଧୂକ ର‌ହିବ । ୫ ତାରିଖରେ ମଧ୍ୟ ଏହି ସ୍ଥିତି ଜାରି ରହିବ ଜଗତସିଂହପୁର, କେନ୍ଦ୍ର।ପଡା  ଯାଜପୁର, ପୁରୀ ଓ କଟକରେ ଅତି ଘନ କୁହୁଡ଼ି ଦିଶି ପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ଶନିବାର ଓ ରବିବାର ଦୁଇ ଦିନ ରାଜ୍ୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ । ରାତି ତାପମାତ୍ରା ବଢ଼ିଲେ ଶୀତ କିଛି କମିଯିବ । କିନ୍ତୁ ସୋମବାରଠାରୁ ଶୀତ ପୁଣି ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ ବୋଲିପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ପଶ୍ଚିମା ବାୟୁ ପ୍ରଭାବରେ ଆସନ୍ତା ୧୧ରୁ ୧୩ ତାରିଖ ଯାଏ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । କଟକ ଓ ଭୁବନେଶ୍ଵରରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ବର୍ଷା ସମୟରେ ଥଣ୍ଡା କମିଯିବ । ଏହା ପରେ ଶୀତ ପୁଣି ବଢ଼ିବ । ଆସନ୍ତା ୫ ତାରିଖ ପରେ କୁହୁଡ଼ି କମିଯିବ । ୧୦ରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । କୁହୁଡ଼ି ବି ବଢ଼ିବ ବୋଲି ଶ୍ରୀ ସାହୁ ଆକଳନ କରିଛନ୍ତି ।ଗୁରୁବାର ରାତିରେ ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୭ ଡିଗ୍ରୀ ଥୁଲା । ଫୁଲବାଣୀରେ ୭.୫ ଓ କୋରାପୁଟରେ ୮.୧ ଡିଗ୍ରୀ ରେକର୍ଡ ହୋଇଥିଲା । କୋରାପୁଟରେ ରାତି ତାପମାତ୍ରା ସ୍ଵାଭାବିକଠାରୁ ପ୍ରାୟ ୪ ଡିଗ୍ରୀ କମ୍ ରହିଥିଲା।ଯଦି ରାଜ୍ୟରେ ଏପରି କୁହୁଡି ଓ ଶୀତ ଲାଗି ରହିବ ତେବେ ବହୁତ ବୃଦ୍ଧ, ବୃଦ୍ଧା ଙ୍କ ଅବସ୍ଥା ଶଙ୍କଟା ପର୍ଣ୍ଣ ହୋଇପାରେ ବୋଲି ଜଣା ପଡିଛି |

News Comment

You Might Also Like

BACK TO TOP