Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

କୋଦଳା କୋର୍ଟରେ ପାରିବେଶଗତ ନ୍ୟାୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ |

03-Jan-2026

କୋଦଳା କୋର୍ଟ ରେ ପରିବେଶଗତ ନ୍ୟାୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ,

ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡ଼ୁ, 

ବେଗୁନିଆପଡା -ଶୁକ୍ରବାର ଅପରାହ୍ନ ରେ  କୋଦଳା କୋର୍ଟ ପରିସର ରେ ତାଲୁକ ଲିଗାଲ ସର୍ଭିସ କମିଟି ପକ୍ଷ ରୁ ପରିବେଶଗତ ନ୍ୟାୟ ସଚେତନତା କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ତାଲୁକ ଲିଗାଲ ସର୍ଭିସ କମିଟି ଅଧ୍ୟକ୍ଷ ବିଶ୍ୱ ରଞ୍ଜନ ବେହେରା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି! ପରିବେଶ ହେଉଛି ଆମ ଚତୁର୍ପାର୍ଶ୍ଵ କୁ ଘେରି ରହିଥିବା ଜଳ, ସ୍ଥଳ,ଆକାଶ, ଉଦ୍ଭିଦ ଓ ବାୟୁ ମଣ୍ଡଳ ର ସମାହାର, ମନୁଷ୍ୟ ସୁସ୍ଥ ଜୀବନଯାପନ କରିବା ପାଈଁ ଉତ୍ତମ ପରିବେଶ ନିତାନ୍ତ ଆବଶ୍ୟକ, ପରିବେଶ ବଞ୍ଚିଲେ ଆମେ ବଞ୍ଚିବା, ପରିବେଶ ସନ୍ତୁଳନ ରଖିବାକୁ ଗଛ ଲଗାଇବା,ଜଙ୍ଗଲ ସୁରକ୍ଷ୍ୟା ଓ ଅବାଧ ଗଛ କଟାକୁ ରୋକାଯିବା ଆବଶ୍ୟକ! ସାମାଜିକ ବନିକରଣ ପାଇଁ ତ୍ବରାନ୍ୱିତ କରାଯିବା ଆବଶ୍ୟକ, ପରିବେଶ ପ୍ରଦୂଷଣ ହେବା ଦ୍ୱାରା କଣ ସବୁ କ୍ଷତି ହୁଏ ଏବଂ ପ୍ରତିକାର ବ୍ୟବସ୍ଥା ସୁଦୃଢ ହେଲେ ପରିବେଶ ସୁରକ୍ଷିତ ରହିପାରିବ ଏ ସମସ୍ତ ଦିଗ ଉପରେ ବିଭିନ୍ନ ଉଦାହରଣ ମାଧ୍ୟମ ରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ଜଜ ଶ୍ରୀଯୁକ୍ତ ବେହେରା ! ବରିଷ୍ଠ ଦେୱାନୀ ଅଦାଲତ ବିଚାରପତି ରେଖାରାଣୀ ପଣ୍ଡା, ଯେଏମଏଫସି ଶୋଭନ କୁମାର ପଣ୍ଡା,ପରିବେଶ ବିଷୟରେ ଆଲୋଚନା କରିଥିବା ବେଳେ ବନ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ ! ଏପିପି  ସୁବାଷ ଚନ୍ଦ୍ର ସାହୁ ସଭା ପରିଚାଳନା ସହିତ ନିଜର ସୁଚିନ୍ତିତ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଏପିପି ସୁଭ୍ରମଣୀ ଦାଶ, ବାର ସମ୍ପାଦକ ଗୋପାଳ କୃଷ୍ଣ ସାହୁ,ବରିଷ୍ଠ ଆଇନଜିବୀ ପ୍ରଫୁଲ୍ଲ କୁମାର ମିଶ୍ର ସମେତ ବହୁ ବରିଷ୍ଠ ଓ କନିଷ୍ଠ  ଆଇନଯିବି  ଉପସ୍ଥିତ ରହି ପରିବେଶ ଉପରେ ନିଜ ନିଜର ସୁ ଚିନ୍ତିତ ମତାମତ ରଖିଥିଲେ ! ଏପିପି ସୁବାଷ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ! ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ଆଇନଜୀବୀ ଉଦୟ ନାଥ ପ୍ରଧାନ, କରୁଣା କର ସାହୁ,ଭଗବାନ ମହାପାତ୍ର, ସୋମନାଥ ବେହେରା, ଭାଗିରଥି ନାୟକ, ଭାଗିରଥି ବେହେରା, ନୀଳମଣି ପଣ୍ଡା, ଭାସ୍କର ସ୍ୱାଇଁ ସମେତ କୋର୍ଟ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସୁଚାରୁ ରୁପେ ପ୍ରତିପାଦନ କରିଥିଲେ !

News Comment

You Might Also Like

BACK TO TOP