Breaking News

ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||     

ଅର୍ଥ ଆତ୍ମ ସାତ ଅଭିଯୋଗ ରେ ଭିଜିଲାନ୍ସ ଦ୍ୱାରା ଫରେଷ୍ଟର ଗିରଫ ||

03-Jan-2026

ଟଙ୍କା ଆତ୍ମ ସାତ ଅଭିଯୋଗ ରେ ଭିଜିଲାନ୍ସ ଦ୍ୱାରା ବନ୍ଧାହେଲେଫରେଷ୍ଟର,

       ଓଡିଶା ଜନ ମତ ବ୍ୟୁରୋ,

ଭିଜିଲାନ୍ସ ଦ୍ୱାରା ବହୁ ସରକାରୀ ଲୋକ ବେଆଇନ ଅର୍ଥ ରୋଜଗାର କରିଥାନ୍ତି |ଏବଂ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଗିରଫ ହୋଇ ଜେଲ କୁ ଯାଆନ୍ତି | ସେପରି ଜଣେ ବନ ବିଭାଗ ଫରେଷ୍ଟ ର ଜେଲ ଜେଲ ଯାଇଛନ୍ତି ସେହେଲେ କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍ କରିଥ‌ିବା ଅଭିଯୋଗରେ ଗତକାଲି ଭିଜିଲାନ୍ସ ଗିରଫ କରିଛି। ଗତ ୨୦୨୪-୨୫ରେ ବୃକ୍ଷରୋପଣ ନାଁରେ ନକଲି ମଷ୍ଟର ରୋଲ୍ ଓ ଜବ କାର୍ଡ ଦେଖାଇ ଏହି ଟଙ୍କାକୁ ସେ ଆତ୍ମସାତ କରିଥିବା ଜଣାପଡ଼ିଛି। ବର୍ତ୍ତମାନ ସେ ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ରେଞ୍ଜରେ ହାତୀର ଗତିବିଧୂ ତଦାରଖ କରିବା ପାଇଁ ନିୟୋଜିତ ଥୂଲେ। ତେବେ ଠକି ଅର୍ଥ ରୋଜଗାର କରି ସେ ଏବେ ଜେଲରେ ରହି ତାଙ୍କ  ପୂର୍ବ କର୍ମର ପ୍ରାୟଶ୍ଚିତ କରୁଛନ୍ତି |

News Comment

You Might Also Like

BACK TO TOP