Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ରାତ୍ରରେ ନିଆଁ ଲାଗି ପୋଡ଼ିଗଲା ଦୋକାନ ଘର, ଦୁଈ ଲକ୍ଷରୁ ଉର୍ଦ୍ଧ ଟଙ୍କା ର ସାମାନ କ୍ଷତି |

21-Nov-2024

ବିଦ୍ୟୁତ ସଂଷ୍ପର୍ସରେ ଆସି ରାତିରେ ଜଳିଗଲା ଦୋକାନଘର |

                ଓଡିଶା  ଜନମତ  ବ୍ୟୁରୋ,

ଜଳେଶ୍ଵର:--- ଗତ କାଲି ରାତି ପ୍ରାୟ ରାତି ୧୦ ଘଣ୍ଟ ସମୟରେ ଏକ ଦୋକାନ 
ଘରେ ବିଦ୍ୟୁତ୍ ସଂଷ୍ପର୍ଶରେ ଗୋଟିଏ ସାଇକେଲ ଦୋକାନ ଜଳିଯିବାରୁ ବହୁଟଙ୍କାର ଜିନିଷ ନଷ୍ଟ ହୋଇଯାଇଛି । ସୂଚନାରୁ ପ୍ରକାଶ ଯେ ଜଳେଶ୍ଵର ବ୍ଲକ ସୋର ପଂଚାୟତ ବାଣିଦା ଗାଁର   ମିଟୁ ଏକସାଇକେଲ ମରାମତି ଦୋକାନ କରିନିଜ ପରି ବାର ପ୍ରତି ପୋଷଣକରୁଥାନ୍ତି । କିନ୍ତୁ ବିଳମ୍ବିତ ରାତିରେବିଦ୍ୟୁତ୍ ସଂଷ୍ପର୍ଶରେ ଦୋକାନ ଘର ଟିରେ ଥିବା ସମସ୍ତ ଜିନିଷ ପୋଡି ନଷ୍ଟ ହୋଇଯାଇଛି |ପାଖାପାଖୂ ୨ ଲକ୍ଷ ଟଙ୍କାରୁ ଅଧିକ ଟଙ୍କାର ଜିନିଷ ପୋଡି ଯାଇଛି ବୋଲିଜଣା ପଡିଛି ।ବହୁ ବିଳମ୍ବରେ ଅଗ୍ନିସମ ବିଭାଗ ପହଂଚିବାରୁ ସ୍ଥାନୀୟଲୋକମାନେ ଉତ୍ୟକ୍ତ ହେବା ସହ ବିଦ୍ୟୁତ ବିଭାଗ ଓ ଅଗ୍ନି ସମ ବିଭାଗକୁ ଦାୟୀକରି ଉପସ୍ଥିତ ଲୋକ ମାନେ କ୍ଷତି ପୂରଣ ଦାବୀକରିଛନ୍ତି ।

News Comment

You Might Also Like

BACK TO TOP