Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ହିରୋଇନି ବେପାର କରୁଥିଲା ବେଳେ ଅବକାରୀ ବିଭାଗ ଦ୍ୱାରା ଗିରଫ ହେଲେ ଯୁବକ |

03-Jan-2026

ଗିରଫ ହେଲେ ନିଶାବେପାରୀ ତାଙ୍କ ଠାରୁ ହିରୋଇନ ଜବତ କଲା ପୋଲିସ, 
  
        ଓଡିଶା ଜନ ମତ ବ୍ୟୁରୋ,

କମ ସମୟରେ ଅର୍ଥ ଉପାର୍ଜନ କରି ରାତି, ରାତି ଲକ୍ଷପତିହେବାର ସ୍ବପ୍ନ ଦେଖି କୁପଥ ରାସ୍ତାକୁ ଯାଇ ଅର୍ଥ ରୋଜଗାର କରି ଶେଷରେ ଜେଲରେ ଜୀବନ କାଟନ୍ତି ସେପରି ଜଣେ ବ୍ୟକ୍ତି ହେଲେ ଜଗତସିଂହପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ବଜାର ଠାରେ ଚଢଉ କରି ଜଣେ ନିଶା ବେପାରୀଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ଥାନା।ଯାଞ୍ଚ ପରେ ତାଙ୍କ ପାଖରୁ ୧୯ ଗ୍ରାମର ହେରୋଇନ୍ ଜବତ କରାଯାଇଛି। ସୂଚନାଯୋଗ୍ୟ ଯେ ରାଇବରେଇ ଗ୍ରାମର ସୋମନାଥ ସାହୁ ଦୀର୍ଘ ଦିନ ଧରି ଆଖ ପାଖ ଅଞ୍ଚଳରେ ହେରୋଇନ୍ ବେପାର କରୁଥିବା ସମ୍ପର୍କରେ ଜଗତସିଂହପୁର ଅବକାରୀ ଥାନାକୁ ଅଭିଯୋଗ ମିଳିଥିଲା। ଗ୍ରାହକଙ୍କୁ ଯୋଗାଣ ଉଦ୍ଦେଶ୍ୟ ରେ ସେ ଆଜି ହେରୋଇନ୍ ରଖୁଥୁବାର ସୂଚନା ପାଇବା ପରେ ଜଗତସିଂହପୁର ଅବକାରୀ ଥାନାରଉପନିରିକ୍ଷକ ଭାଗ୍ୟଲକ୍ଷ୍ମୀ ଦଳାଇ ଙ୍କ ନେତୃତ୍ବରର ଏକ ଟିମ୍ ଗଠନ ହୋଇଥିଲା । ଗ୍ରାହକ ବେଶରେ ଅଭିଯୁକ୍ତଙ୍କ ସହ ସମ୍ପର୍କ କରିଥିଲେ ଜଗତସିଂହପୁର ଅବକାରୀ ଥାନାର କର୍ମଚାରୀ ଏବଂ ଡ଼ିଲ୍ ବେଳେ ଅଭିଯୁକ୍ତଙ୍କୁ ସିଙ୍ଗିପୁର ବଜାର ରେ ମାଡିବସିଥିଲେ। ଗିରଫ ଅଭିଯୁକ୍ତ ଜଣକ ହେଲେ ରାଇବରେଇ ଗ୍ରାମର ସ୍ବର୍ଗତ ଅକ୍ଷୟ ନାୟକ ଙ୍କ ପୁତ୍ର ସୋମନାଥ ନାୟକ(୨୬)। ଜବତ ହେରୋଇନ୍ ର ଆନୁମାନିକ କଳାବଜାରୀ ମୂଲ୍ୟ ପ୍ରାୟ ୧,୯୦,୦୦୦ ଟଙ୍କା ହେବ। ଅଭିଯୁକ୍ତଙ୍କୁ ଜିଲ୍ଲା ଦୌରାଜଜ ଜଗତସିଂହ ପୁରଙ୍କ ନିକଟରେ ହାଜର କରାଯାଇଥିବା ବେଳେ ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରି ୧୪ଦିନିଆ ବିଚାର ବିଭାଗୀୟ ହାଜତ୍ କୁ ପଠାଇଛନ୍ତି।ନାର୍କୋଟିକ୍ସ ବ୍ୟବସାୟ ବିରୋଧରେ ଚଢାଉକୁ ଅଧୂକ ତୀବ୍ରତର କରାଯିବ ସହ ଶୂନ୍ୟସହନଶୀଳ ନୀତିରେ ଏହି ବ୍ୟବସାୟ ସହିତ ଜଡିତ ଥିବା ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଆଗାମୀ ଦିନରେ ଅବକାରୀ ବିଭାଗ ତାର ପ୍ରୟାସ ଜାରି ରଖୁବ ବୋଲି ଅବକାରୀ ଅଧକ୍ଷିକା ଅନିତା ପ୍ରଧାନ ପ୍ରକାଶ କରିଛନ୍ତି। ଅବକାରୀ ବିଭାଗ କୁ ଅଭିଯୁକ୍ତ ମାନଙ୍କ ର ଲୋକେସନ ଏବଂ କଲ ଟ୍ରାକିଙ୍ଗ ର ସୁବିଧା ପ୍ରଦାନ କରଗଲେ ଅବକାରୀ ବିଭାଗ ଅଧୂକ କ୍ରିୟାଶୀଳ ହୋଇପାରିବ ବୋଲି ଜନସାଧାର ଣରେ ମତ ପ୍ରକାଶ ପାଉଛି।

News Comment

You Might Also Like

BACK TO TOP