Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଧରା ପଡିଗିରଫ ହେଲେ ଦୁଇ ପୋଲିସ ଅଧିକାରୀ |

05-Jan-2026

ଲାଞ୍ଚ ନେବା ବେଳେଭିଜିଲାନ୍ସ ଜାଲରେ ଧରାପଡ଼ିଲେ ଦୁଇ ପୋଲିସ ଅଧିକାରୀ | 
ସି ଆର ଆର  ଆଇ ଥାନା ଅଧିକାରୀ,ବିଜୟ କୁମାର ବାରିକ ଓ କୋରାପୁଟ ଦଶମନ୍ତପୁର ଥାନା ଅଧିକାରୀ  ସୁକୁମା ହାଁସଦା, 

       ଓଡିଶା ଜନ ମତ ବ୍ୟୁରୋ,

କିଛି ସରକାରୀ ଅଧିକାରୀ ଅର୍ଥ ପାଈଁ କେତେ ତଳକୁ ଖସି ଯାଉଛନ୍ତି , ଜଣେ ପୀଡିତାକୁ ନ୍ୟାୟ ଦେବା ବଦଳରେ ତାହାଠାରୁ ବରଂ ଲାଞ୍ଚ ନେଉଛନ୍ତି ତାହାର ଉଦାହରଣ ଦେଖି ବାକୁ ମିଳିଛିବିଜୟ କୁମାର ବାରିକଓ ସୁକୁମା ହାଁସଦା ଙ୍କ କ୍ଷେତ୍ରରେ | ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିଲେ, ଧରାପଡ଼ିଲେ ଥାନା ବାବୁ ବିଜୟ କୁମାର ବାରିକ। ପୁଣି ଘରୁ ମିଳିଲା ନଗଦ ୫ ଲକ୍ଷ ଟଙ୍କା । ଏହାପରେ କଟକ ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ | ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁଲାଞ୍ଚ ନେଉଥିଲେ, ଧରାପଡ଼ିଲେ ଥାନା ବାବୁ ବିଜୟ କୁମାର ବାରିକ ।   ଆଜି ଅର୍ଥାତ୍ ଜାନୁଆରି ୪ ତାରିଖରେ କଟକର ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଭୁବନେଶ୍ବରର ରାଜମହଲ ଛକରେ ଓଡ଼ିଶା ଭିଜିଲାନ୍ସ ଦ୍ବାରା ଗିରଫ କରାଯାଇଛି ।ସେ ଜଣେ ଲାଇସେନ୍ସପ୍ରାପ୍ତ ମଦ ବିକ୍ରେତାଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲୋ ଅଭିଯୁକ୍ତ ଶ୍ରୀ ବାରିକଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି ଏହାପରେ ଶ୍ରୀ ବାରିକଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି ଏନେଇ ଅଭିଯୁକ୍ତ ବିଜୟ ବାରିକଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି।ଭୁବନେଶ୍ବରର ୟୁନିଟ୍ ୧ ସ୍ଥିତ ବିଜୟ କୁମାର ବାରିକଙ୍କ ସରକାରୀ କ୍ୱାର୍ଟରରେ ଚଢ଼ାଉ ସମୟରେ ପ୍ରାୟ ୫ ଲକ୍ଷ ଟଙ୍କା ଜବତ ହୋଇଛି। ଲାଞ୍ଚ ଦାବି ଏବଂ ଜବତ ହୋଇଥିବା ଟଙ୍କାର ଉତ୍ସ ସମ୍ପର୍କରେ ତାଙ୍କୁ ପଚରାଉଚରା କରାଯାଉଛି। ତଦନ୍ତ ଜାରି ରହିଛି । ଏନେଇ ଅନେକ ତଥ୍ୟକୁ ଅପେକ୍ଷା କରାଯାଇଛି ।

ଏପଟେ ଆଉଜଣେ ଥାନା ଅଧିକାରୀ ଲାଞ୍ଚ ନେଉଥିଲାବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଉଛନ୍ତି  |ଅଭିଯୁକ୍ତ ଥାନା ଅଧିକାରୀ ହେଲେ ସୁକୁମା ହାଁସଦା । ଆଜି ସକାଳ ସାଢ଼େ ୧୦ଟା ସମୟରେ ଧରାପଡ଼ିଥିବା ଜୟପୁର ଭିଜିଲାନ୍ସ ଅଧିକାରୀଙ୍କ ଠାରୁ ସୂଚନା ମିଳିଛି ।ଘଟଣାଟି ଘଟିଛି କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ସଦର ଥାନାରେ |  ସୂଚନା ଅନୁସାରେ ଗତ କିଛି ଦିନ ପୂର୍ବେ ଦଶମନ୍ତପୁର ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କୁ ଏହି ବ୍ଲକ ଅନ୍ତର୍ଗତ ପୋଡ଼ାଗଡ ପଞ୍ଚାୟତ ଅଧୀନସୁ ଛଟା ଗୁଡା ଗାଁର ରାମେଶ୍ବର ବିଶୋଇ ବିବାହ ପ୍ରତିଶ୍ରୁତି ଦେଇ ଶାରିରୀକ ସଂପର୍କ ରଖ୍ ଆସୁଥିଲେ।ଯୁବତୀ ଜଣକ ବିବାହ କରି ଘରକୁ ନେବାକୁ ପ୍ରେମିକକୁ କହିଥିଲେ । କିନ୍ତୁ ଅଭିଯୁକ୍ତ ପ୍ରେମିକ ବିବାହ ପାଇଁ ରୋକ୍ ଠୋକ୍ ମନା କରିବା ଦ୍ବାରା ପ୍ରେମିକା ଥାନାର ଦ୍ବାରସ୍ଥ ହୋଇଥିଲେ । ହେଲେ ଯୁବତୀଙ୍କୁ ଥାନା ଅଧିକାରୀ ସୁକୁମା ହାଁସଦା ନ୍ୟାୟ ଦେବା ପରିବର୍ତେ ୨୦ ହଜାର ଟଙ୍କା ଲାଞ୍ଚ ମାଗି ଥିଲେ । ଗରିବ ପରିବାରର ଝିଅ ହୋଇଥିବାରୁ ଏନେଇ ପୀଡ଼ିତା ଜଣେ ସମ୍ପର୍କୀୟଙ୍କୁ ଜଣାଇଥିଲୋ ଏହାପରେ ପରିବାର ଲୋକ ଭିଜିଲାନ୍ସର ଆଶ୍ରୟ ନେଇଥିଲେ । ସମ୍ପର୍କୀୟ ସୁରେଶ ସବୁଦ୍ଧିଙ୍କ ଠାରୁ ନଗଦ ୨୦ ହଜାର ଟଙ୍କା ନେଇଥାନାରେ ପହଞ୍ଚିଥିଲେ ପୀଡ଼ିତା ; ଥାନା ଅଧିକାରୀ ସୁକୁମା ହାଁସଦା ଲାଞ୍ଚ ନେବା ବେଳେ ଥାନା କାର୍ଯ୍ୟାଳୟରେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍ । ଆବଶ୍ୟକ ତଥ୍ୟ ଥାନା ଅଧିକାରୀ ଠାରୁ ସଂଗ୍ରହ କରି, ଜୟପୁର ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଥିବା ଜଣାପଡିଛି।

News Comment

You Might Also Like

BACK TO TOP