Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବେରୁଆଁ ବାଡ଼ି ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ |

05-Jan-2026

ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ

ଓଡିଶା ଜନ ମତ, ବେଗୁନିଆପଡା 

ସୂର୍ଯ୍ୟ ନାରାୟଣ ବଡୁ, 

-ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ବେରୁଆଁବାଡ଼ି ପଂଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।  କୋଦଳା ତହସିଲଦାର ତଥା ବେଗୁନିଆପଡ଼ା ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶସ୍ମିତା ଶତପଥୀ, କୋଦଳା ଥାନା ଅଧିକାରୀ ଶୁବାସ ଚନ୍ଦ୍ର ବେହେରା,ସି ଡ଼ି ପି ଓ ନୀଳିମା ଟପୋ, ସରପଞ୍ଚ ପ୍ରତିମା କୁମାରୀ ପାଢ଼ୀ , ସମିତିସଭ୍ୟ ବ୍ରଜ ସୁନ୍ଦର ସାହୁ ,   କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ବାଡତ୍ୟା ,ବି ଭି ଓ ଭବାନୀଶଙ୍କର ତ୍ରିପାଠୀ, ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଗ୍ରାମ୍ୟ ଉର୍ନ୍ନୟନ କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ବେହେରା,ଅଧିକ୍ଷଣ ଯନ୍ତ୍ରୀ ଭି ଶଙ୍କର ରାଓ ,ଯୋଗାଣ ଅଧିକାରୀ ବାଦଲ କୁମାର ବେହେରା ଏ ବି ଓ ଜୋର୍ତିମଇ ନନ୍ଦ , ଡବ୍ଲୁ ଇ ଓ ସ୍ଵାଗତିକା ରାଉତ,କୃଷି ଅଧିକାରୀ ରାମଲାଲ ସାମଦ , ଵି ପି ସି ଚନ୍ଦ୍ର ଶେଖର ବେହେରା, ବି ଏଲ ସି ଦେବରାଜ ବେହେରା, ବି ପି ଏମ ଗ୍ୟାନ ରଞ୍ଜନ ରାଉତ ଏ ପି ଓ ରଞ୍ଜନ କୁମାର ନାହାକ , ଵି ପି ସି ବୃନ୍ଦାବନ ସାହୁ ,ଟି ପି ସୋ ଡ଼ି ଲ ଯନ୍ତ୍ରୀ ଆଦିତ୍ୟ ପ୍ରସାଦ ଚୌଧୁରୀ, କ୍ଷୁଦ୍ର ଜଳ ସେଚନ ଯନ୍ତ୍ରୀ ସ୍ମୃତି ରେଖା ନାୟକ,ପି ଇ ଓ ସୁଦାମ ପ୍ରଧାନ , ଉଦ୍ୟାନ ଅଧିକାରୀ ସୁଭାଶିଷ ପାତ୍ର ଙ୍କ ସମେତ ଅନ୍ୟାନ୍ୟ  କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ଅଭିଯୋଗ ଶୁଣାଣୀ କରିଥିଲେ । ବ୍ଲକ କର୍ମଚାରୀ, ପଂଚାୟତ କର୍ମଚାରୀ  ଉପସ୍ଥିତ ରହି ସହଯୋଗ କରିଥିଲେ ।  ସମୁଦାୟ 12  ଗୋଟି ଅଭିଯୋଗ ହୋଇଥିଲା । ସେଥିମଧ୍ୟରୁ ଜମି ପଟା 2 ରାସନ କାର୍ଡ7,ରୋଡ଼ 1,ଭତା 1, ପି ଏମ କିସାନ 1 ଅଭିଯୋଗ ହୋଇଥିଲା। ଅପରାହ୍ନ 1 ଘଣ୍ଟ ସମୟରେ ଅଭିଯୋଗ ଶୁଣାଣି ଶେଷ ହୋଇଥିଲା ।

News Comment

You Might Also Like

BACK TO TOP