Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଭିଜିଲାନ୍ସ ଜାଲରେ ଧରା ପଡିଲେ ଉଦଳାର ଦୁଇ ଇଞ୍ଜିନିୟର |

05-Jan-2026

ଭିଜିଲାନ୍ସ ଜାଲରେ ଦୁଇ ଇଞ୍ଜିନିୟର, 

ଓଡିଶା ଜନ ମତ  ବ୍ୟୁରୋ,

ଓଡିଶା ରାଜ୍ୟ ସରକାର ଙ୍କ ନିୟମ କାନୁନ ଆଗରେ ଧରାପଡିଯାଉଛନ୍ତି ଲାଞ୍ଚୁଆ ଅଫିସର ମାନେ | ମାସରେ ଅଧିକାଂଶ ଦିନ ଭିଜିଲାନ୍ସ ଜାଲରେ ପଡି ଜେଲ ଯାଉଛନ୍ତି  ଅଫିସର ମାନେ | ଠିକାଦାରଙ୍କଠାରୁଲାଞ୍ଚନେଇଧରା ପଡ଼ିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ଏବଂ ଜୁନିୟର ଇଞ୍ଜିନିୟର । ମୟୂରଭଞ୍ଜ ଜିଲ୍ଲା ଉଦଳା ସବଡିଭିଜନ ଉଠାଜଳସେଚନ ବିଭାଗର ଜେଇ ସୁବ୍ରତ ମହାନ୍ତି ଏବଂ ଏଇଇ ହରେକୃଷ୍ଣ ସିଂ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଜଣେ ଠିକାଦାରଙ୍କଠାରୁ  ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଗିରଫ ହୋଇଛନ୍ତି । ଏଇଇ ୩୨ ହଜାର ଟଙ୍କା ନେଇଥିବାବେଳେ ଜେଇ ୨୮ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ । ୨୫ ଲକ୍ଷ ଟଙ୍କାର ପ୍ରକଳ୍ପ ବିଲ୍ ପାସ୍‌ କରିବା ପାଇଁ ଏହି ଲାଞ୍ଚ ମାଗୁଥିଲେ ।  ସବୁ ବିଲ୍ ହୋଇଥିବାବେଳେ ୫ ଲକ୍ଷ ଟଙ୍କାର ବିଲ୍ ଅଟକାଇ -ରଖୁଥିଲେ । ଏହି ବିଲକୁ ପାସ କରିବା ପାଇଁ ଲାଞ୍ଚ ନେଉଥିଲେ । ତେବେ ଏକ ଲକ୍ଷ ୧୦ ହଜାର ଟଙ୍କା ଲାଞ୍ଚ ମାଗୁଥିବାବେଳେ ୬୦ ହଜାର ଦେବାକୁ ରାଜି ହୋଇଥିଲେ । ମାତ୍ର ବାରମ୍ବାର ହଇରାଣ କରି ଟଙ୍କା ମାଗୁଥିବାବେଳେ ଭିଜିଲାନ୍ସ ବିଭାଗର ଦ୍ବାରସ୍ଥ ହୋଇଥିଲେ ଠିକାଦାର । ଭିଜିଲାନ୍ସ ବିଭାଗ ପକ୍ଷରୁ ୬୦ ହଜାର ଟଙ୍କା ଜବତ କରାଯାଇଥିବାବେଳେ ଏଇଇଙ୍କ ଲିଙ୍କରେ ଥିବା ୨ଟି ସ୍ଥାନ ଏବଂ ଜେଇଙ୍କ ୩ଟି ସ୍ଥାନରେ ଚଢ଼ାଉ ଚାଲିଛି । ସରକାର ଯେତେ ସଚେତନ ତାକଲେ  ମଧ୍ୟ ଲାଞ୍ଚୁଆ ଅଫିସର ମାନେ କେବେ ସଜାଗ ହେବେ ତାକୁ ସମୟ କହିବ |

News Comment

You Might Also Like

BACK TO TOP