Breaking News

କରଚୁଲି ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ନୂଆଁ ବର୍ଷରୁ ମାସିକିଆ ମିଳିବ ରାସନ ||   (23-Dec-2024)       ||      ପୋଲସରା ହାତୀଓଟ ଆଦର୍ଶ ବିଦ୍ୟାଳୟ ର 3ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ବୁଗୁଡ଼ା ବ୍ଲକ ଅଙ୍ଗନ ୱାଡି କର୍ମୀ ସମ୍ମିଳନୀ |    (23-Dec-2024)       ||      ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||     

ମୋବାଇଲ ପାଇଁ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଉଭୟେ ସ୍ୱାମୀ ସ୍ତ୍ରୀ

21-Nov-2024

ବେକରେ ରଶି ଲଗାଇ ଝୁଲି ପଡିଲେ ଦମ୍ପତି,
(ମୋବାଇଲ ପାଇଁ ଚାଲିଗଲା ୨ ଜୀବନ |

            ଓଡିଶା ଜନମତ ବ୍ୟୁରୋ,

ବାଲିଗୁଡା,୨୧/୧୧: --- ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା | ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରୀ ରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ । ଏପରି ଏକ  ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲିଗୁଡା ଥାନା ବୁଡୁରୁକିଆ ପଞ୍ଚାୟତର ମଝିସାହି ରେ । ଏହି ଗ୍ରାମର ପ୍ରମୋଦ ମଲିକ ଗତ ୨ ବର୍ଷ ହେବ ପୁଆରୀ ମଲିକଙ୍କୁ ବିବାହ କରିଥିଲେ । ବିବାହ ସମୟରେ ନିଜ ବାପା ଘରୁ ସ୍ତ୍ରୀ ପୁଆରୀ ଏକ ମୋବାଇଲ ଆଣିଥିଲେ । ତେବେ ଅଭାବ ରେ ପଡି ପ୍ରମୋଦ ମୋବାଇଲକୁ ବନ୍ଧା ରଖିବା ପରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା । ଯାହାକୁ କେନ୍ଦ୍ର କରି ସ୍ତ୍ରୀ ପୁଆରୀ ମଲିକ ପ୍ରଥମେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ । ପରେ ସ୍ବାମୀ ପ୍ରମୋଦ ମଧ୍ୟ ନିଜକୁ ସହ୍ୟ କରି ନ ପାରି ଅନ୍ୟ ଏକ କୋଠରୀ ମଧ୍ଯରେ ଆତ୍ମହତ୍ୟା କରିଥିଲେ | ଖବର ପାଇ ବାଲିଗୁଡା ପୋଲିସ ଓ ମାଜିଷ୍ଟ୍ରେଟ ତଥା ତହସିଲଦାର ଘଟଣା ସ୍ଥଳରେ ପହଞ୍ଚି ବନ୍ଦ ଘରୁସ୍ବାମୀ  ସ୍ତ୍ରୀଙ୍କ ମୃତ ଦେହ ଉଦ୍ଧାର କରିଛି । ଏ ନେଇ ଘଟଣା ର ଅଧିକ ତଦନ୍ତ ଜାରୀ ରଖୁଛି ବାଲି ଗୁଡା ପୋଲିସ ।ଉଭୟଙ୍କ ଆତ୍ମହତ୍ୟା ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

News Comment

You Might Also Like

BACK TO TOP