Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 77ତମ ସାଧାରଣ ତନ୍ତ୍ର ଦିବସ ପାଳନ ପାଈଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ||

07-Jan-2026

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ,

ଓଡିଶା ଜନମତ,ବାଲିଗୁଡା, ତା, ୦୭/୦୧,

ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିନିଜ ନିଜର ସୁ ଚିନ୍ତିତ ମତାମତ ପ୍ରଦାନ କରିଥିଲେ । ପୂର୍ବ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଉକ୍ତ ଦିନ ପ୍ରତ୍ୟୁଷ ରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ସମଗ୍ର ସହରରେ ରାମଧୁନ ପରିବେଷଣ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ୭ଘଣ୍ଟା ରେ ପତାକା ଉତୋଳନ କରିବେ । ସକାଳ ଘ ୮.୩୦ ମିନିଟ୍ ରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ୍ ଠାରେ ଆନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ପ୍ୟାରେଡ୍ ଅଭ୍ୟାସ ନିମନ୍ତେ ୨୨, ୨୩ ଓ ୨୪ ତାରିଖ ତିନିଦିନ ଧରି ଅଭ୍ୟାସ କରାଯିବା ନିମନ୍ତେ ସ୍ଥିର କରାଯାଇଛି । ୨୫ ତାରିଖ ଦିନ ଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜନ କରାଯିବ l ଏଥି ନିମନ୍ତେ ଓଡ଼ିଆ ରଚନା ପ୍ରତିଯୋଗିତା,  ଚିତ୍ରାଙ୍କନ ପ୍ରତିଯୋଗିତା, ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଭଳି ବିଭିନ୍ନ ପ୍ରତିଯୋଗିତା ଗୁଡିକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ବିଭିନ୍ନ ବିଭାଗ ର ଅଧିକାରୀ ଓ ବ୍ୟକ୍ତି ବିଶେଷଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି l ଏଥିରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ଶିବ ଶଙ୍କର ସମରଥ , କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ଶିକ୍ଷକ ତୀର୍ଥବାସୀ ଘଡାଇ, ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP