Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବଡ଼ଙ୍ଗା ସ୍ତିତ ପିଏମ ଶ୍ରୀ ସରକାରୀ ଊଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ପିଏମଶ୍ରୀ ଉଦଯାପିତ |

07-Jan-2026

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଉଦଯାପିତ,,

ଓଡିଶା ଜନମତ,ବାଲିଗୁଡା, ତା, ୦୭/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ ଏ ସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱ ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ବାଲିଗୁଡା ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ , ମୁଖ୍ୟବକ୍ତା ଭାବେ ବାଲିଗୁଡା ଏନ ଏ ସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ମନୋଜ କୁମାର ରଥ, ବାଲିଗୁଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମିତା ସ୍ମିତା ନାୟକ, ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋସ୍ନା ରାଣୀ ସାହୁ, ସିପାଞ୍ଜିରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧାଂଶୁ କୁମାର ବେହେରା, ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଶ୍ରୀମତୀ ଲିଲି ମଲିକ, ସି ଆର ସି ସି ସୌଦାମିନୀ ସାହୁ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ। ଶିକ୍ଷକ ଜିତେନ୍ଦ୍ର ନାଥ ପାତ୍ର ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ରବୀନ୍ଦ୍ର କୁମାର ବିଶ୍ୱାଳ ସଭା ପରିଚାଳନା କରିଥିଲେ। ସଭା ପରେ ଅତିଥି ଗଣ ବିଦ୍ୟାଳୟର ଆକାଂକ୍ଷୀ ପରିଷଦ ଦ୍ଵାରା ଟ୍ଯାଲେଣ୍ଟ ଗ୍ୟାଲେରୀ, ଇନ୍ସପାଏରିଂ ଓଡିଶା, ଦୋକାନ ଯାତ୍ରା ଆଦି ବିଭିନ୍ନ ଷ୍ଟଲ ବୁଲି କେନ୍ଦ୍ର ସରକାରଙ୍କ ପିଏମଶ୍ରୀ ଉତ୍ସବକୁ ଉଚ୍ଚ ପ୍ରଶଂସା କରିଥିଲେ। ପରେ ପରେ ବିଦ୍ୟାଳୟ ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ ନାଚ ଗୀତ ହେଇଥିଲା। ସମସ୍ତ କାର୍ଯ୍ୟରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ପରିଚାଳନା କମିଟୀ ସଦସ୍ୟ ଓ ଗ୍ରାମବାସୀ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP