Breaking News

ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||      କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |    (18-Apr-2026)       ||      ପୋଖରୀରେ ବୁଡି ଯୁବକ ମେତ୍ୟୁ |    (17-Apr-2026)       ||      ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |    (17-Apr-2026)       ||      ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |    (17-Apr-2026)       ||      ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |   (17-Apr-2026)       ||      ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||     

ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ||

07-Jan-2026

ଶୀତଦିନେ ଶିଶୁଙ୍କ ସ୍ଵାସ୍ଥ୍ଯ ସଚେତନା ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ।

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ,

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଆଜି ଶୀତଦିନେ ଶିଶୁଙ୍କ ସ୍ଵାସ୍ଥ୍ୟ ରକ୍ଷା ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଶୀତଋତୁରେ ଭୂତାଣୁ, ଥଣ୍ଡା, କଫ ଓ ଚର୍ମ ରୋଗର ଭୟ ଥାଏ।ଶିଶୁକୁ କୋଳରେ ଚାପି ରଖନ୍ତୁ, ଶୀତ ଲୁଗା,ଗରମ ଜଳ ସ୍ନାନ ପାନ,ସୂର୍ଯ୍ୟ କିରଣରେ ବସାନ୍ତୁ।ଖଟା ରସ କିଛି ପିଆନ୍ତୁ ନାହିଁ।ଥଣ୍ଡା, କାଶ ହେଲେ ତୁଳସୀ ରସ, ଅଦା ରସ ଅଧିକ ମହୁ ମିଶାଇ ପିଅlନ୍ତୁ, ସାଧାରଣ ଜ୍ୱର ରହିଲେ ମକରଧ୍ଵଜ ମିଶାନ୍ତୁ ।ଅଧିକ ଜ୍ୱର ରହିଲେ, ଧଇଁସଇଁ ହେଲେ ତୁରନ୍ତ ଡାକ୍ତରଙ୍କୁ ଦେଖାନ୍ତୁ। କୁଣ୍ଡାଇ ହେଲେ ଗରମ ପାଣିରେ ନିମ୍ବ ପତ୍ର ପକାଇ ଗାଧାନ୍ତୁ, ମୁଗ ବଟା ବା ବେସନ ଲଗାଇ ଦେହ ସଫା କରନ୍ତୁ, ହଳଦୀ ଲଗାନ୍ତୁ। ଦେହ ଶୁଖିଲା ନରଖି ସୋରିଷତେଲ କିମ୍ବା ନଡ଼ିଆତେଲ ଲଗାନ୍ତୁ। ଅଳ୍ପ ଅଳ୍ପ ଅଧିକ ଥର ଖୁଆନ୍ତୁ।ଓଠ,ଗାଲ ଓ ନେଡିରେ ଗାଈଘିଅ ଲଗାନ୍ତୁ lଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ, ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା।ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି.ଶ୍ରୀନିବାସ ରାଓ।

News Comment

You Might Also Like

BACK TO TOP