Breaking News

ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||     

ଅଜଣା ଗାଡି ଧକ୍କାରେ ଯୁବକ ଙ୍କ ମେତ୍ୟୁ |

08-Jan-2026

ଅଜଣା ଗାଡ଼ି ଧକ୍କାରେ ଅଜଣା ଯୁବକଙ୍କ ମୃତ୍ୟୁ।

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗତ ବୁଧବାର ବିଳମ୍ବିତ ରାତିରେ କନିଷି ଢ଼ାବା ସାମ୍ନାରେ ଜଣେ ଯୁବକ ରାସ୍ତା ରେ ଚାଲି ଚାଲି ଯାଉଥିବା ବେଳେ କୌଣସି ଏକ ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଚାଲିଯାଇଛି ଓ ଘଟଣାସ୍ଥଳରେ ହିଁ ଯୁବକ ଜଣକ ର ମୃତ୍ୟୁ ଘଟିଛି। ଖବର ପାଇ ଗୋଳନ୍ଥରା ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଅନ୍ୟପକ୍ଷରେ ନୀଳ ରଙ୍ଗର ପ୍ୟାଣ୍ଟ୍ ଓ ନାଲି ରଙ୍ଗର ସାର୍ଟ ପରିହିତ ଯୁବକ ର ପରିଚୟ ମିଳିନଥିବା ଜଣାପଡ଼ିଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ବୋଲି ଥାନା ସୁତ୍ରରୁ ଜଣାପଡିଛି।

News Comment

You Might Also Like

BACK TO TOP