Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଅଗ୍ନି ନିରାପତ୍ତା ଓ ପ୍ରାକୃତିକ ବିପର୍ଯୟ ପ୍ରଶ ମନ ସଚେତନତା କାର୍ଯ୍ୟକ୍ରମ ||

08-Jan-2026

ଅଗ୍ନି ନିରାପତ୍ତା ଓ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ସଚେତନତା କାର୍ଯ୍ୟକ୍ରମ 
ଓଡିଶା ଜନ ମତ,ବେଗୁନିଆପଡା, ସୂର୍ଯ୍ ନାରାୟ ବଡ, 

 ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ  କୋଦଳା ଅଗ୍ନିଶମ ବିଭାଗ ର ଅଧିକାର ଙ୍କ ନେତୃତ୍ୱ ରେ କର୍ମଚାରୀଙ୍କ ଦ୍ୱାରା ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଙ୍କୁ ନେଇ ଏକ ଅଗ୍ନି ନିରାପତ୍ତା ଓ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି lଏହି କାର୍ଯ୍ୟକ୍ରମ କୁ  ମହାବିଦ୍ୟାଳୟ ର ଅଧ୍ୟକ୍ଷ ରଘୁନାଥ ମୁଦୁଲି ଅନୁଷ୍ଠାନିକ ଭାବେ ଉଦଘାଟନ କରି ଏହାର ଉପକାରିତା ସମ୍ବନ୍ଧେ ସଚେତନ କରାଇଥିଲେl ଏଥିରେ କୋଦଳା ଦମକଳ କେନ୍ଦ୍ରର ସହକାରୀ କେନ୍ଦ୍ରାଧିକାରୀ ଅନିଲ ବେହେରା, ମୁଖ୍ୟ ଅଗ୍ନି୍ଯୋଦ୍ଧା ଜିତେନ୍ଦ୍ର କୁମାର ନାୟକ ଏବଂ ଅଗ୍ନିଯୋଦ୍ଧା କମରାନ ଖାନ, ଶିବୁ ପ୍ରସାଦ ସାହୁ, ରାଜେଶ କୁମାର ଜେନା ଓ ଗାଡି ଚାଳକ ପ୍ରକାଶ ବେହେରା ଙ୍କ ଦ୍ୱାରା ବିଭିନ୍ନ ଅଗ୍ନିନିର୍ବାପକ ଯନ୍ତ୍ର ଓ କୌଶଳ ମାଧ୍ୟମରେ ଅଗ୍ନିକୁ ଆୟତ କରିବାର ପ୍ରଣାଳୀ ଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସାହାସିକତାର ସହିତ ସରଳ ଉପାୟରେ କିପରି ଧନଜୀବନ ର ସୁରକ୍ଷା ହୋଇପାରିବ ସେ ସମ୍ବନ୍ଧେ ଶିକ୍ଷା ପ୍ରଦାନ କରାଯାଇଥିଲା l

News Comment

You Might Also Like

BACK TO TOP