Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ନିଶା ନିବାରଣ ଏବଂ ସୁସ୍ଥ ଜୀବନ ଗଠନ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ |

08-Jan-2026

ନିଶା ନିବାରଣ ଏଵଂ ସୁସ୍ଥ ଜୀବନ ଗଠନ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ

ବେଗୁନିଆପଡା- ଗୁରୁବାର ପୂର୍ବାହ୍ନ ରେ ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ କୋଦଳା ତାଲୁକା ଆଇନ ସେବା କମିଟି ଆନୁକୂଲ୍ୟରେ ନିଶା ନିବାରଣ ଏଵଂ ସୁସ୍ଥ ଜୀବନ ଗଠନ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛିl ଏଥିରେ ଅତିରିକ୍ତ ଜିଲ୍ଲା ଦୌରାଜଜ ବିଶ୍ୱରଞ୍ଜନ ବେହେରା ସଭାପତିତ୍ୱ କରି ନିଶା ସେବନ ମାନବ ସମାଜ ପାଇଁ ଗୋଟିଏ ବ୍ୟାଧି, ଭବିଷ୍ୟତ ଗଠନ ନିମନ୍ତେ ନିଶା ରୁ ଦୁରେଇ ରହିବା ଓ ପୁସ୍ତକ ପଠନ ର ଗୁରୁତ୍ୱ ସମ୍ପର୍କେ ବିଭିନ୍ନ ପ୍ରକାର ଉଦାହରଣ ମାଧ୍ୟମ ରେ ଉପସ୍ଥିତ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ l ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ବିଚାରପତି ଶୋଭନ କୁମାର ପଣ୍ଡା,ମହାବିଦ୍ୟାଳୟ ର ଅଧ୍ୟକ୍ଷ ରଘୁନାଥ ମୁଦୁଲି ନିଶା ର ପ୍ରଭାବ କେତେ ଯେ ଭୟଙ୍କର ସେ ବିଷୟରେ ସୂଚନା ପ୍ରଦାନ କରିଥିଲେ l ଏପିପି ସୁବାଷ ଚନ୍ଦ୍ର ସାହୁ ଅତିଥି ପରିଚୟ ପ୍ରଦାନ ସହ ନିଶା ନିବାରଣ ଉପରେ ନିଜର ମତାମତ ରଖିଥିଲେ,ଅନ୍ୟତମ ଅତିଥି ବରିଷ୍ଠ ଆଇନଜିବୀ ଜମିର ଅଲି ଖାନ,ପ୍ରଫୁଲ୍ଲ କୁମାର ମିଶ୍ର, ଭଗବାନ ହୋତା, ସାଧାରଣ ସମ୍ପାଦକ କୋଦଳା ଓକିଲ ସଂଘ  ଭାସ୍କର ସ୍ୱାଇଁ,ଉପ ସଭାପତି ଅବନୀ ଶଙ୍କର ମିଶ୍ର, ଆଇନଜିବୀ ମୀରାବାଇ ଦେଓ ଆଦି ନିଶାଗ୍ରହଣର ଅପକାରିତା ସମ୍ପର୍କେ ବିଶଦ ବକ୍ତବ୍ୟ ରଖିଥିଲେl   କୋଦଳା ର ଆଇନଜିବୀ ସଦସ୍ୟ ମାନସ କୁମାର ମିଶ୍ର, ନୀଳମଣି ପଣ୍ଡା, ଶଙ୍କର ପାଣିଗ୍ରାହୀ,ସମେତ ମହାବିଦ୍ୟାଳୟ ର ପ୍ରଶାସନିକ ଅଧିକାରୀ ରଞ୍ଜୁବାଳା ନନ୍ଦ, ଏକାଡେମିକ ବର୍ସର ଅଧ୍ୟାପକ ବିନୋଦ କୁମାର ମିଶ୍ର, ଆକାଉଣ୍ଟ ବର୍ସର ଅଧ୍ୟାପକ ସାଗର ଚାନ୍ଦ ପାତ୍ରଙ୍କ ସମେତ ସମସ୍ତ ବିଭାଗୀୟ ଅଧ୍ୟାପକ,ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ବୃନ୍ଦ, ପୁରାତନ ଛାତ୍ର ତଥା ସାମ୍ବାଦିକ ସୂର୍ଯ୍ୟ ନାରାୟଣ ବଡୁ, କୋର୍ଟ କର୍ମଚାରୀ ଓ ସମସ୍ତ ଛାତ୍ରଛାତ୍ରୀ ଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ର ସଫଳ ରୂପାୟନ ହୋଇଥିଲା lପରିଶେଷରେ ଇତିହାସ ବିଭାଗ ଅଧ୍ୟାପକ ସପନ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP