Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଘର ଉପରେ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ଅଧାରେ ଅଟକିଲା ଘର କାମ |

08-Jan-2026

ଘର ଉପରେ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର, ଅଧାରେ ଅଟକିଲା ଘରକାମ,
ତାର ବାହାର କରିବାକୁ ନିବେଦନ କଲେ ପରିବାର,

 ଓଡିଶା ଜନ ମତ,ବେଗୁନିଆପଡା(, ସୂର୍ଯ୍ୟନାରାୟଣ ବଡୁ ୦୮/୦୧/୨୦୨୬;
ଘର ଉପରେ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର।ତାର ର ଆଖପାଖକୁ ଯିବାକୁ ଡର ମାଡୁଛି। କେତେବେଳେ ଅଘଟଣ ଘଟିବ ତାହା କହିବା ମୁସ୍କିଲ। ହାଇ ଭୋଲଟେଜ୍ ବିଜୁଳି ତାର ଘର ଉପରେ ଯାଇଥିବାରୁ ଅର୍ଦ୍ଧ ନିର୍ମିତ ଘର କାମ ଆଉ ଆଗକୁ ଯାଇ ପାରୁନି।ଏ ହେଉଛି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ତୋଟାପଡା ଗ୍ରାମର ଲଷ୍ମୀ ଦାସଙ୍କ ଘର। ଦୀର୍ଘ ବର୍ଷ ଧରି ଏଠାରେ ବସବାସ କରନ୍ତି ଏହି ପରିବାର। ବାହାରକୁ ଦାଦନ ଖଟିବାକୁ ଯାଇ କିଛି ଅର୍ଥ ରୋଜଗାର କରି ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ କରିବାକୁ ଗଲାବଳେ ବିଦ୍ୟୁତ ତାର ଯୋଗୁଁ ଘର କାନ୍ଥ ଆଉ ଆଗକୁ ବଢି ପାରୁନି। ଅଧାରୁ ବନ୍ଦ ହୋଇ ଯାଇଛି। କାରଣ ଆଉ ଅଧିକ କାନ୍ଥ ଉଠାଇଲେ ବିଦ୍ୟୁତ ତାରର ଡର। ଏଠାରୁ ଯାଇଥିବା ବିଦ୍ୟୁତ ତାରକୁ ହଟାଇ ଅନ୍ଯ ପଟେ ନେବାକୁ ଦାବି କରିଛନ୍ତି ପରିବାର ଲୋକେ।ସ୍ଥାନୀୟ ଟାଟା ପାୱାର ବିଭାଗୀୟ ଯନ୍ତ୍ରୀ ଘଟଣା ସ୍ଥଳକୁ ଯାଇ ଏହି ତାରକୁ କିପରି ଅନ୍ଯତ୍ର ପଟେ ନିଆଯିବ ସେ ନେଇ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଅନୁରୋଧ କରିଛନ୍ତି।

News Comment

You Might Also Like

BACK TO TOP