Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଖୋର୍ଦ୍ଧା ଥାନା ପକ୍ଷରୁ ସାତଲକ୍ଷ ଟଙ୍କାର ରୁପା ଅଳଙ୍କାର ଜବତ, ଜଣେ ଗିରଫ |

08-Jan-2026

ଖୋର୍ଦ୍ଧା ଆଦର୍ଶ ଥାନା ପକ୍ଷରୁ ୨ କିଲୋ 638 ଗ୍ରାମ ଅର୍ଥାତ 7 ଲକ୍ଷ ଟଙ୍କାର ରୁପା ଅଳଙ୍କାର ଜବତ :: ଜଣେ ଗିରଫ 

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

ଖୋର୍ଦ୍ଧା ଆଦର୍ଶ ଥାନା କୁ ଆଜି ମିଳିଛି ବଡ଼ ସଫଳତା  l ଗତ ଡିସେମ୍ବର -14 ତାରିଖ ଦିନ ରାତି 2 ରୁ 4 ଟା ଭିତରେ ନୂଆ ବସ ଷ୍ଟାଣ୍ଡ ଠାରେ ଥିବା  ସୁନା ଅଳଙ୍କାର ଦୋକାନ ରୁ ଅଳଙ୍କାର ଚୋରି ହୋଇଥିବା ଜଙ୍କିଆ ଥାନା ଗୌଡ଼ପାଟଣା ର ଦିନେଶ କୁମାର ସାଠୁଆ ଖୋର୍ଦ୍ଧା ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଏନେଇ ଏସପି ବିବେକାନନ୍ଦ ଶର୍ମା ଙ୍କ ନିର୍ଦେଶ ରେ ଖୋର୍ଦ୍ଧା ଆଦର୍ଶ ଥାନା ଅଧିକାରୀ ସଞ୍ଜୟ କୁମାର ନାୟକ ଏହାକୁ ଗୁରୁତ୍ୱର ସହିତ ନେଇ  କେଶ ନମ୍ବର -533/14/12/2025 ଅନୁଯାୟୀ ସବଇନ୍ସପେକ୍ଟର ଦୀନେଶ କୁମାର ପିଙ୍ଗୁଆ ଙ୍କ ନେତୃତ୍ୱ ରେ ଏକ ଟିମ ଗଠନ କରିଥିଲେ lଏଏସ ଆଇ ଫୁଲମଣି ହେମ୍ରମ, ହାବିଲଦାର ଏ. ସାମନ୍ତରାୟ, ଓଏପିଫ -40-ଏସ ହନ୍ତଲ, କନେଷ୍ଟବଳ 204- ପିକେ ସାହୁ, 288-ଡି. ପାଇକରାୟ, ପ୍ରମୁଖ ତୁରନ୍ତ ଘଟଣା ସ୍ଥଳ କୁ ଯାଇ ତଦନ୍ତ କରିବା ସହିତ ଦୋକାନ ଓ ପାଖାପାଖି ସମସ୍ତ ଦୋକାନ, ଅନୁଷ୍ଠାନ ର ସିସି ଟିଭି ଫୁଟେଜ କୁ ଅନୁଧ୍ୟାନ କରିଥିଲେ l ଶେଷରେ ସମସ୍ତ ଦିଗ କୁ ବିଚାର କରି ତଥ୍ୟ ପ୍ରମାଣ ସହିତ ତଦନ୍ତ କାରି ଟିମ ଚୋରି କରିଥିବା ଅଭିଯୁକ୍ତ ପାଖରେ ପହଞ୍ଚିଥିଲେ l ଅଭିଯୁକ୍ତ ଜଣଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ନିକଟ ଗଡ଼ଖୋର୍ଦ୍ଧା ହାଉସିଂବୋର୍ଡ ର ବୋଲି ଜଣାପଡିଥିଲା l. ପୋଲିସ ପହଁଛି ପ୍ରଥମେ ତାକୁ କାବୁ କରିବା ସହିତ ଅଭିଯୁକ୍ତ ର ବୟାନ ଅନୁସାରେ ନିଜ ବାରିରେ ଲୁଚାଇ ରଖିଥିବା ଚୋରି ରୁପା ଅଳଙ୍କାର ୨ କିଲୋ 638 ଗ୍ରାମ ଉଦ୍ଧାର କରିଥିଲେ l ଯାହାର ବର୍ତମାନ ର ବଜାର ମୂଲ୍ୟ ଆନୁମାନିକ 7 ଲକ୍ଷ ହେବ ବୋଲି ଆଦର୍ଶ ଥାନାରେ ଏକ ସାମ୍ବାଦିକ ସମ୍ମିଳନୀ ରେ ଅତିରିକ୍ତ ଏସପି ଶ୍ରୀନିବାସ ମହାନ୍ତି ସୂଚନା ଦେଇଛନ୍ତି l. ସେହିପରି ଅଭିଯୁକ୍ତ ଠାରୁ ଦୁଇଟି ଲୁହା ରଡ଼, ଗୋଟିଏ ଟିଭିଏସ ଆପାଚି ଓଡି 02 ଏଏକ୍ସ 4860 କୁ ମଧ୍ୟ ଜବତ କରି ଆଜି ଖୋର୍ଦ୍ଧା କୋର୍ଟ ଚାଲାଣ କରିଛି l ଏହି ସାମ୍ବାଦିକ ସମ୍ମିଳନୀ ରେ ଆଦର୍ଶ ଥାନା ଅଧିକାରୀ ସଞ୍ଜୟ କୁମାର ନାୟକ ଙ୍କ ସହିତ ତଦନ୍ତ କାରି ଟିମ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେl

News Comment

You Might Also Like

BACK TO TOP