Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୂର୍ବତନ ସରପଞ୍ଚ କାମଦେବ ପ୍ରଧାନ ଙ୍କ ସ୍ଵର୍ଗାରୋହଣ |

09-Jan-2026

ପୂର୍ବତନ ସରପଞ୍ଚ କାମଦେବ ପ୍ରଧାନଙ୍କ ସ୍ଵର୍ଗାରୋହଣ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା.୦୭/୦୧/୨୦୨୬:

ପୋଲସରା ବ୍ଲକ୍ ଜାଗିଲି ଡେଙ୍ଗାପଦର ଗ୍ରାମ ପଞ୍ଚାୟତର ସର୍ବ ପ୍ରଥମ ସରପଞ୍ଚ କାମଦେବ ପ୍ରଧାନଙ୍କ ୬୯ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି ମିଳିଥିବା ସୂତ୍ରରୁ ଜଣାପଡିଛି ଯ,ସେ ଉକ୍ତ ଗ୍ରାମର ବଡ଼ସାହିର ବାସିନ୍ଦା ଥିଲେ। ୪ ବର୍ଷ ପୂର୍ବେ  ତାଙ୍କର ପତ୍ନୀଙ୍କର ସ୍ଵର୍ଗାରୋହଣ ହୋଇଯାଇଛି। ତାଙ୍କର ତିନି ଜଣ ପୁତ୍ରଙ୍କ ମଧ୍ୟରୁ ୨ ଜଣ ବିବାହିତ ଥିବାବେଳେ ଜଣେ ଅବିବାହିତ ଅଛନ୍ତି। କାମଦେବଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ପରିବାର ସଦସ୍ୟମାନେ ପୋଲସରା ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ଡ଼ାକ୍ଟର ଚେକ୍ କରି କାମଦେବଙ୍କ ସ୍ବାସ୍ଥ୍ୟ ଖରାପ ଥିବା ଜାଣିପାରି ବ୍ରହ୍ମପୁର ବଡ ମେଡିକାଲ (ଏମକେଶିଜି)କୁ ନେଇଯିବାକୁ ପରାମର୍ଶ ଦେଇଥିଲେ। ପରିବାରଲୋକେ ଆମ୍ବୁଲାନ୍ସରେ ବଡ ମେଡ଼ିକାଲକୁ ନେଉଥିବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସେଠାରୁ ମର ଶରୀରକୁ ଗାଁକୁ ଆଣି ବୈଦିକ ନୀତି ପ୍ରକାରେ ଗ୍ରାମ ସ୍ଥିତ ମଶାଣିରେ ଅନ୍ତିମ ସଂସ୍କାର କରାଯାଇଥିଲା। ମୃତ୍ୟୁ ବେଳକୁ ଅନ୍ୟ ତିନି ଭାଇଙ୍କ ପରିବାର ବର୍ଗ ଉପସ୍ଥିତ ଥିଲେ। କାମଦେବ ଜଣେ ଚାଷୀ ଥିଲେ। ସେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଗଂଜାମ ଟାଇଗର ଭାବେ ପରିଚିତ ସ୍ଵର୍ଗତ  ରାମକୃଷ୍ଣ ପଟ୍ଟନାୟକଙ୍କ ଦୃଢ଼ ସମର୍ଥକ ଥିଲେ। ତାଙ୍କର ମୃତ୍ୟୁରେ ସମଗ୍ର ଜା.ଡେଙ୍ଗାପଦର ପଞ୍ଚାୟତ ସମେତ ଚାଷୀ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି।

News Comment

You Might Also Like

BACK TO TOP