Breaking News

ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||     

ଖଲ୍ଲିକୋଟ ରେ ତିନିଦିନ ବ୍ୟାପି ପାଳିତ ହେବ ମର୍ଦ୍ଦରାଜ ମହୋତ୍ସବ |

10-Jan-2026

ଖଲ୍ଲିକୋଟ ରେ ତିନିଦିନ ବ୍ୟାପି ପାଳିତ ହେବ ମର୍ଦରାଜ ମହୋତ୍ସବ 
ଚଳିତ ବର୍ଷ ମର୍ଦରାଜ ସମ୍ମାନ ପାଇବେ ଦିବଂଗତ ସାମ୍ବାଦିକ ଜଗନ ମୋହନ ମହାପାତ୍ର |

ଓଡିଶା     ଜମମତ  , ଖଲ୍ଲିକୋଟ, ମାଧବ ବେହେରା
   9/1 :

ଚଳିତ ବର୍ଷ ତିନି ଦିନ ବ୍ୟାପି ପାଳିତ ହେବ |  ଏ ନେଇ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି |ଖଲ୍ଲିକୋଟ ମର୍ଦରାଜ ସାଂସ୍କୃତିକ ପରିଷଦ ତରଫରୁ ସ୍ବର୍ଗତ ରାମଚନ୍ଦ୍ର ମର୍ଦରାଜ ଙ୍କ 126 ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ମର୍ଦରାଜ ମହୋତ୍ସବ ପାଳିତ ହେବ |ଏ ଉପଲକ୍ଷେ ସ୍ଥାନୀୟ ଯୁବରାଜ  ବଙ୍ଗଳା ପରିସର ରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ ରେ ମର୍ଦରାଜ ସାଂସ୍କୃତିକ ପରିଷଦ ର ସମ୍ପାଦକ ସୁଧାଂଶୁ ଶେଖର ସାହୁ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସୂଚନା ଦେଇ ଆସନ୍ତା 11,12 ଓ 13 ତିନି ଦିନ ବ୍ୟାପି ମର୍ଦରାଜ ମହୋତ୍ସବ ପାଳିତ ହେବ |ପ୍ରଥମ ଦିନ ଉଦଘାଟନ ଦିବସ ରେ ପରିଷଦ ର ସଭାପତି ଡାକ୍ତର ସାକେଟ ରାମରାଓ ଅଧକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ରାଜ୍ୟର ତିନି ଜଣ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ବିଭୁତି ଭୂଷଣ ଜେନା ଓ ଗୋକୁଳାନନ୍ଦ ମଲ୍ଲିକ  ସ୍ଥାନୀୟ ବିଧାୟକ ଯୋଗ ଦେବେ | ଦ୍ୱତୀୟ ଦିବସ ରେ ବ୍ରହ୍ମପୁର ଠାରେ ଆୟୋଜିତ କାର୍ଯ୍ୟକ୍ରମ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ଗୀତାଞ୍ଜଳି ଦାସ ଓ ପଦ୍ମଶ୍ରୀ ଡାକ୍ତର କୃଷ୍ଣ ମୋହନ ପାଠୀ ଓ ଉପାନ୍ତ ପ୍ରହରୀ ର ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ପ୍ରମୁଖ ଯୋଗ ଦେବେ ଓ ଚଳିତ ବର୍ଷ ମର୍ଦରାଜ ସମ୍ମାନ ଦିବଂଗତ ସାମ୍ବାଦିକ ଜଗମୋହନ ମୋହନ ମହାପାତ୍ର ଙ୍କୁ  ପ୍ରଦାନ କର୍ସଯିବ ଓ କୃଷ୍ଣ ମୋହନ ପାଠୀ ଙ୍କୁ ରାମଚନ୍ଦ୍ର ମର୍ଦରାଜ ସମ୍ମାବ ପ୍ରଦାନ କରାଯିବ ସହ ରମା ରମଣ ପାଢ଼ୀ ଙ୍କୁ ସମ୍ବର୍ଦ୍ଧିତ କରାଯିବ ର କାର୍ଯ୍ୟକ୍ରମ ଅଛି |ତିନି ଦିନ ବ୍ୟାପି ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ମିନା ବଜାର ଓ ପ୍ରଦର୍ଶନୀ ଅନୁଷ୍ଠିତ ହେବ ବୋଲି ସୂଚନା ଦେଇଥିଲେ |ଉକ୍ତ ସାମ୍ବାଦିକ ସମ୍ମିଳନୀ ରେ ଡାକ୍ତର ହର ପ୍ରସାଦ ମହାପାତ୍ର ଇଂ ଅନିରୁଦ୍ଧ ସାହୁ ଓ ଅଶ୍ୱିନୀ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ |ଆଗାମୀ 13 ତାରିଖ ଦିନ ରାଜ୍ୟ ସ୍ତରୀୟ ସମାରୋହ  ରେ ରାଜ୍ୟ ମୁଖ୍ୟ ମନ୍ତ୍ରୀ ଓ ଗଞ୍ଜାମ ଜିଲ୍ଲା ର ସମସ୍ଥ ବିଧାୟକ ଉପସ୍ଥିତ ରହିବେ | 

News Comment

You Might Also Like

BACK TO TOP