Breaking News

ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||     

ପୋଖରୀରେ ବୁଡି ଜଣେ ମୃତ |

10-Jan-2026

ପୋଖରୀରେ ବୁଡି ଜଣେ ମୃତ

 ଓଡିଶା ଜନ ମତ,କୋଦଳା  ସୂର୍ଯ୍ୟ ନାରାୟଣ ବଡୁ, : 

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଳକ ଅନ୍ତର୍ଗତ ବାଦର୍ଖପଲ୍ଲୀରେ ସକାଳୁ ସକାଳୁ ସକାଳୁ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସକାଳୁ ପୋଖରୀ କୁ ଗାଧୋଇବାକୁ ଯାଇଥିବା ପୂର୍ଣ୍ଣଚନ୍ଦ୍ର ସ୍ବାଇଁ (43) ପିତା ଜୟ ସ୍ଵାଇଁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରିନଥିଲେ। । ଅସାବଧାନତା କାରଣରୁ ତାଙ୍କ ଗୋଡ ଖସି ସେ ପୋଖରୀ ରେ ବୁଡିଯାଇଥିବା ଗ୍ରାମ ଲୋକେ ଦେଖିବାକୁ ପାଇଥିଲେ,ଏହାକୁ ଦେଖି ସଙ୍ଗେ ସଙ୍ଗେ 108 ଆମ୍ବୁଲଆନ୍ସ ଯୋଗେ କୋଦଳା ଗୋଷ୍ଠୀ ସ୍ବାସ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥଲେ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ଶୁଣିବାକୁ ପାଇ ପରିବାର ଲୋକଙ୍କ ସମେତ ଗ୍ରାମ ରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସେ ଅତ୍ୟନ୍ତ ଗରିବ ଶ୍ରେଣୀ ର ହୋଇଥ‌ିବା ଯୋଗୁଁ ତାଙ୍କ ପରିବାର କୁ ସରକାରୀ ସହାୟତା ପ୍ରଦାନ କରିବାକୁ ଦାବି ହୋଇଛି । ଏଥି ସହ ପରିବାର ପକ୍ଷରୁ ଏତଲା କ୍ରମେ ମେଡିକାଲ ରେ କୋଦଳା ପୋଲିସ ପହଁରି ତଦନ୍ତ ଜାରି ରଖିଛି ।

News Comment

You Might Also Like

BACK TO TOP