Breaking News

ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||     

ପୋଲସରା ବ୍ରାହ୍ମଣ ସାହିରେ ଥିବା ଦଧି ବାମନ ମନ୍ଦିର ରେ ପହିଲି ଭୋଗ ର ଆସର -2026,

10-Jan-2026

ଦଧିବାମନ ସ୍ୱାମୀ ମନ୍ଦିରରେ ପହଲି ଭୋଗ ଆସର- ୨୦୨୬

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା.୧୦/୦୧/୨୦୨୬:

 ଆଜି ମାଘ ମାସ କୃଷ୍ଣ ପକ୍ଷ, ଅଷ୍ଟମୀ ତିଥି ଦିବସରେ ପୋଲସରା ବ୍ରାହ୍ମଣ ସାହି ସ୍ଥିତ ଶ୍ରୀ ଦଧିବାମନ ସ୍ଵାମୀଙ୍କ ମନ୍ଦିରରେ ସ୍ଵଳ୍ପ ବର୍ଷ ଭଳି ପହଲି ଭୋଗ ଆସର କାର୍ଯ୍ୟକ୍ରମ କରାଯାଇଥିଲା। ମନ୍ଦିର ଟ୍ରଷ୍ଟ ତରଫରୁ ଆୟୋଜିତ ଏହି ମିଳନ କାର୍ଯ୍ୟକ୍ରମକୁ ପ୍ରଶାସନିକ ଅଧିକାରୀ, ଷ୍ଟାଫ୍, କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି, ଆଇନଜୀବୀ, ବୁଦ୍ଧିଜୀବୀ, କଳାକାର, ସଂଗଠକ, ସ୍ଵେଚ୍ଛାସେବୀ, ବ୍ୟାପାରୀ, ସମାଜସେବୀ ଏବଂ ସାଧାରଣ ଜନତାମାନେ ଯୋଗଦେଇ ଠାକୁରଙ୍କୁ ଦର୍ଶନ ସହିତ ଆଶୀର୍ବାଦ ଲାଭ କରି ମହାପ୍ରସାଦ ସ୍ଵରୂପ ପାରମ୍ପରିକ ପହଲି ଭୋଗ ସେବନ କରିବାର ସୌଭାଗ୍ୟ ଲାଭ କରିଥିଲେ। ଏହି ସେବା କାର୍ଯ୍ୟରେ ଟ୍ରଷ୍ଟର କର୍ମକର୍ତ୍ତା ଏବଂ ସ୍ଵେଚ୍ଛାସେବୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP