Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

କାର ଧକ୍କାରେ ଯୁବକ ଙ୍କ ମୃତ୍ୟୁ |

12-Jan-2026

କାର୍ ଧକ୍କାରେ ଯୁବକ ର ମୃତ୍ୟ, 

ଓଡିଶା  ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର, 

ପୋଲସରା ଥାନା ଅନ୍ତର୍ଗତ ଢୁଙ୍କାପଡା ପଞ୍ଚାୟତ ଆମ୍ବପୁଆ ଗ୍ରାମ ଚନ୍ଦିନୀ ଉପରେ ବସି କଥାବାର୍ତ୍ତା ହେଉଥିବା ବେଳେ ହଠାତ୍ ଏକ ମୋଟର କାର୍ ଆସି ଭାରସାମ୍ୟ ହରାଇ ଚନ୍ଦିନୀ ଉପରେ ଚଢ଼ି ଯିବାରୁ କାର୍ ଚାଳକ ସମେତ ଉକ୍ତ ତିନି ଜଣ ଯୁବକ ଗୁରୁତର ଆହତ ହୋଇଥିଲେ ଓ ଆହତଙ୍କ ମଧ୍ୟରୁ ସାଧୁ ଚରଣ ବାଡତ୍ୟା ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି। ଆହତ ମହେନ୍ଦ୍ର ବାଡତ୍ୟା ଓ କାର୍ ଚାଳକ କୁନା ପାଣ୍ଡି ଉଭୟେ ଢୁଙ୍କାପଡା ଗ୍ରାମ ର ବୋଲି ଜଣାପଡିଛି।କାର୍ ଚାଳକ କୁନା ପୋଲିସ ଗାଡି ର ଡ଼୍ରାଇଭର ଓ ଅତ୍ୟଧିକ ମଦ୍ୟପାନ କରି ଗାଡ଼ି ଚଳାଉଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର୍ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP