Breaking News

ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||     

ଆଠଗଡ଼ ପାଟଣାରେ ମର୍ମ ଦନ୍ତୁ ସଡ଼କ ଦୁର୍ଘଟଣା ରେ ଯୁବକ ମୃତ |

12-Jan-2026

ଆଠଗଡ଼ ପାଟଣାରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର

, ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ, 

ଗଞ୍ଜାମ ଜିଲ୍ଲା ଆଠଗଡ଼ ପାଟଣାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣକ ମୃତ୍ୟୁ ଘଟିଛି। ସୋମବାର ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ଏଭଳି ଏକ ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ମୁତାବକ ଏକ ଟ୍ରାକ୍ଟର ଯୋଗେ ଚଢିଆପଡାରୁ ଆଠଗଡ଼ ପାଟଣା ଅଭିମୁଖେ ବିଜୁଳି ଖୁଣ୍ଟ ଯାଉଥିବା ବେଳେ ଆଠଗଡ଼ ପାଟଣା ମୁଖ୍ୟ ରାସ୍ତାରେ ଭାରସାମ୍ୟ ହରାଇ ଟ୍ରାକ୍ଟର ଟି ଓଲଟି ପଡିଥିଲା। ଏଥିରେ ଟିକରପଡ଼ାର ଶିବ ଦାସ ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।ମେଦିନୀପୁର ଅଞ୍ଚଳର କୃଷ୍ଣ ଚନ୍ଦ୍ର ଦାସ ଅତି ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲ୍ କୁ ପଠାଯାଇଛି। ସେହିପରି ଦୁର୍ଘଟଣାରେ  ଟିକରପଡା ର ମଦନ ଦାସ, ଜଗା ଦାସ ଓ ଇଶ୍ୱର ଦାସ ଆହତ ହୋଇଥିବା ବେଳେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି।

News Comment

You Might Also Like

BACK TO TOP