Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ବିଜିପୁର ବନ୍ଧରୁ ବୃଦ୍ଧ ଙ୍କ ଭାସୁଥିବା ଶବ ଉଦ୍ଧାର

12-Jan-2026

ଭାସୁଥିବା ଶବ ଉଦ୍ଧାର, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁର,

ଗତ ଦୁଇ ଦିନ ଧରି ନିଖୋଜ ଥିବା ଶ୍ରୀନିବାସ ଦଳେଇ ନାମକ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଶବକୁ ଟାଉନ ଥାନା ଅର୍ନ୍ତଗତ ବିଜିପୁର ବନ୍ଧରୁ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଉଦ୍ଧାର କରିଛନ୍ତି। ମୃତ ବ୍ୟକ୍ତି ଜଣକ ଗତ ଶନିବାର ସନ୍ଧ୍ୟା ଭ୍ରମଣ ରେ ଯାଇ ଘରକୁ ନ ଫେରିବାରୁ ଟାଉନ ଥାନା ରେ ଏକ ନିଖୋଜ ମାମଲା ଦାଏର ହୋଇଥିଲା। କିନ୍ତୁ ଗତକାଲି କିଛି ବନ୍ଧକୁ ଗାଧୋଇବା ପାଇଁ ଯାଇ ଦେଖିଲେ କୌଣସି ଏକ ପୁରୁଷ ଲୋକଙ୍କ ଶବ ଭାସୁଛି ଓ ସାନ ଭାଇ ପିତବାସ ଦଳେଇ ଶବ ଚିହ୍ନଟ କରିବା ପରେ ଅଗ୍ନିଶମ ବିଭାଗ ଓ ପୋଲିସ୍ କର୍ମଚାରୀ ବନ୍ଧ ନିକଟରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP