Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ବସ, ସ୍କୁଟି ମୁହାଁମୁହିଁ ଧକ୍କା, ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ |

12-Jan-2026

ବସ୍ ସ୍କୁଟି ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ମୃତ।,

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ପଞ୍ଚାୟତ ବାଳକୃଷ୍ଣ ପୁର ଗ୍ରାମ ମୁଖ୍ୟ ରାସ୍ତାରେ ହରେକୃଷ୍ଣ ନାମକ ଏକ ଘରୋଇ ବସ୍ ମୁହାଁମୁହିଁ ଧକ୍କା ଫଳରେ ଦୁଇ ସ୍କୁଟି ଆରୋହୀ ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ବସ୍ ଚାଳକ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି। ଗ୍ରାମ ବାସୀ ବସ୍ କୁ ଅଟକାଇ ଥାନା କୁ ଖବର ଦେଇଥିଲେ। ଏହି ଘଟଣା ପରେ ଅଞ୍ଚଳବାସୀ ବ୍ରହ୍ମପୁର ଦିଗପହଣ୍ଡି ରାସ୍ତା ଅବରୋଧ କରି କ୍ଷୋଭ ପ୍ରକାଶ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ଆୟତ କରିବା ସହ ବସ୍ ଓ ସ୍କୁଟି ଗାଡ଼ି କୁ ଜବତ କରି ଦୁଇ ଶବକୁ ବ୍ୟବଛେଦ ପାଇଁ ପଠାଇଛନ୍ତି। ମୃତ ଦୁଇ ଜଣ ଜଣେ ପୁରୁଷ ଓ ଆଉ ଜଣେ ସ୍ତ୍ରୀ ଲୋକ। ଜଣେ ସୋନପୁର ଜିଲ୍ଲାର ହୋଇଥିଲା ବେଳେ ଅନ୍ୟ ଜଣେ କବିସୂର୍ଯ୍ୟ ନଗର ଥାନା ଅଞ୍ଚଳର ବୋଲି ଜଣାପଡିଛି।ଉଭୟେ ପ୍ଲେଜର୍ ଗାଡ଼ି ରେ ବ୍ରହ୍ମପୁର ପଟେ ଆସୁଥିବା ବେଳେ ବସ୍ ଦିଗପହଣ୍ଡି ଅଭିମୁଖେ ଯାତ୍ରା କରୁଥିଲା।

News Comment

You Might Also Like

BACK TO TOP