Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ଜବ କାର୍ଡ କଟିଯିବା ଯୋଗୁଁ ଖଣ୍ଡିଆ ନଈ ପଞ୍ଚାୟତ ଘେରିଲେ ଶତାଧିକ ମହିଳା |

12-Jan-2026

ଅଚାନକ କଟିଗଲା ଜବ୍ କାର୍ଡ
ଖଣ୍ଡିଆନଈ ପଞ୍ଚାୟତ ଘେରିଲେ ଶତାଧିକ ମହିଳା,

 ଓଡିଶା ଜନ ମତ,କୋଦଳା  ସୂର୍ଯ୍ୟ ନାରାୟଣ ବଡୁ, ତା ୧୨/୦୧/୨୦୨୬
ଅଚାନକ ଜବ୍ କାର୍ଡ ଲିଷ୍ଟ ରୁ କଟିଗଲା ନାମ। ଜଣେ କି ୨ ଜଣ ନୂହେଁ, ପ୍ରାୟ ୪୦୦ ଜଣ ଶ୍ରମିକଙ୍କ ଶ୍ରମ କାର୍ଡରୁ ନାମ କଟି ଯାଇଛି। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକର ଖଣ୍ଡିଆନଈ ପଞ୍ଚାୟତରୁ ଏଭଳି ଅଭିଯୋଗ ଆସିଛି। ଜବ୍ କାର୍ଡ ତାଲିକାରୁ ନାମ କଟିଯିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପଞ୍ଚାୟତର ବହୁ ମହିଳା ।ସୋମବାର ପୂର୍ବାହ୍ନରେ ଖଣ୍ଡିଆନଈ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିବା ସହ ଏନେଇ ପ୍ରତିବାଦ କରିଛନ୍ତି ବହୁ ମହିଳା ।ଉଦେଶ୍ୟ ମୂଳକ ଭାବେ ସେମାନଙ୍କ ନାମକୁ ବାଦ୍ ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି। ବାହାର ରାଜ୍ୟକୁ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯାଇଥିବା ଲୋକମାନଙ୍କ ନାମ ଜବ୍ କାର୍ଡ ରେ ଅଛି ଏବଂ ସେମାନଙ୍କ ନାମରେ ମିଥ୍ଯା କାର୍ଯ୍ଯ ଦର୍ଶାଇ ମଜୁରୀ ଛଡା ଯାଉଛି। କିନ୍ତୁ ଆମେ କାମ କରୁଛୁ କିନ୍ତୁ କାହିଁକି ଆମ ନାମ ଜବ୍ କାର୍ଡ ରୁ ବାଦ୍ ଦିଆଯାଇଛି ବୋଲି ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ପାଖରେ ଅଭିଯୋଗ କରିଛନ୍ତି ମହିଳା ମାନେ। ତୁରନ୍ତ ସମସ୍ତଙ୍କ ନାମ ଯୋଡିବାକୁ ଦାବି କରିଛନ୍ତି। ସେପଟେ ଏନେଇ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ଦାଶ କହିଛନ୍ତି ABPS ସିଷ୍ଟମ ରେ କଟି ଯାଇଛି, ଏଥିରେ ଆମର କୌଣସି ସଂପୃକ୍ତି ନାହିଁ। ରିନୁଆଲ କରି ପୁଣି ସଂଯୋଗ କରାଯିବ ବୋଲି ସେ କହିଛନ୍ତି।

News Comment

You Might Also Like

BACK TO TOP