Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ ରେ ଯୁବ ଦିବସ ପାଳିତ |

12-Jan-2026

ତାରା ତାରିଣୀ ମହାବିଦ୍ୟାଳୟ ରେ ଯୁବ ଦିବସ ପାଳିତ,

    ଓଡିଶା ଜନ ମତ ବ୍ୟୁରୋ,

ତାରା ତାରିଣୀ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା କୋ ୟୁନିଟ ଓ ଯୁବ ରେଡକ୍ରସ୍ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି ।
ଏହି ଅବସରରେ ଜାତୀୟ ସେବା ଯୋଜନା ପକ୍ଷରୁ ପ୍ରବନ୍ଧ ପ୍ରତିଯୋଗୀ ତା ଆୟୋଜିତ କରାଯାଇଥିଲା । ଅଧ୍ୟକ୍ଷ ଡକ୍ଟର ପ୍ରଦୀପ କୁମାର ସାହୁ ସଭାର ସଭାପତିତ୍ବ କରିଥିଲେ । ଶ୍ରୀମତୀ ସନ୍ଧ୍ୟାରଣୀ ପାତ୍ର, ଡକ୍ଟର ରମେଶ ଚନ୍ଦ୍ର ସେନାପତି, ଡକ୍ଟର ଯଶୋବନ୍ତ ପାନ୍,ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ନାହାକ, ପ୍ରସାଦ କୁମାର ବେହେରା,ଡକ୍ଟର ଶ୍ରୀରାମ ମିଶ୍ର ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା ସ୍ଵେଚ୍ଛାସେବୀ ଙ୍କୁ ସ୍ୱାମୀଜୀ ଙ୍କ ନୀତି ଓ ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଇଥିଲେ।  ସଭା ଶେଷ ରେ  ସ୍ଵେଚ୍ଛାସେବୀ ଙ୍କୁ ପ୍ରମାଣ ପତ୍ର ପ୍ରଦାନ ପୂର୍ବକ ପୁରସ୍କୃତ କରଯାଇଥିଲା ।ଯୁବ ରେଡକ୍ରସ୍ କାଉନସିଲର ଶ୍ରୀଯୁକ୍ତ ଏନ୍.ମୋହନ ନାଇଡୁ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ସୁଶ୍ରୀ ମୀନାକ୍ଷୀ ଦାସ ସଭା କାର୍ଯ୍ୟ ପରିଚାଳନା କରିଥିଲେ ।

News Comment

You Might Also Like

BACK TO TOP