Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ଖୋର୍ଦ୍ଧା ଜିଲ୍ଲା ବାଘମାରୀ ପଞ୍ଚାୟତ ରେ ଜାନୁୟାରୀ 14ରୁ 18 ପର୍ଯ୍ହଟେକେଶ୍ୱର ଅଟ୍ରି ମହୋତ୍ସବ |

13-Jan-2026

ଜାନୁୟାରୀ ୧୪ ରୁ ୧୮  ହଟକେଶ୍ୱର ଅଟ୍ରି ମହୋତ୍ସବ,

ଓଡିଶା, ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ,

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ବାଘ ମାରୀ ପଂଚାୟତରେ ଥିବା ପ୍ରସିଦ୍ଧ ଶୈବ ପୀଠ ହଟକେଶ୍ଵର ମହାଦେବ ଅଟ୍ରି ମକର ମହୋତ୍ସବ ୨୦୨୬ ଚଳିତ ଜାନୁୟାରୀ ୧୪ ରୁ ୧୮ ତାରିଖ ପର୍ଯ୍ୟନ୍ତ ମହା ସମାରୋହରେ ପାଳିତ କରାଯିବ l ପବିତ୍ର ମକର ମେଳା ମହୋତ୍ସବରେ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣ ରୁ ହଟକେଶ୍ୱର ମହାଦେବଙ୍କୁ ଦର୍ଶନ ପାଇଁ ବହୁ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆଇନ ଶୃଙ୍ଖଳା ବଜାୟ ରଖିବା ନିମନ୍ତେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି l ସେହିପରି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ଅଗ୍ନିଶମ ସେବା ବ୍ୟବସ୍ଥା, ସୁସ୍ଥ ପରିମଳ ବ୍ୟବସ୍ଥା, ଭକ୍ତ ଓ ଯାତ୍ରୀ ମାନଙ୍କ ଯାତାୟତର ସୁବିଧା ନିମନ୍ତେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ବ୍ୟବସ୍ଥା କୁ ତ୍ୱରାନ୍ୱିତ କରାଯାଇଅଛି l ଅଟ୍ରି ଉଷ୍ଣ ପ୍ରସବଣ ଓଡ଼ିଶା ର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ହୋଇଥିବାରୁ ପର୍ଯ୍ୟଟକ ଓ ଭକ୍ତଙ୍କ ସୁଚାରୁରୂପେ ଦର୍ଶନ ନିମନ୍ତେ ହଟକେଶ୍ୱର୍ ଅଟ୍ରି ମହୋତ୍ସବ କମିଟି ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଛି l ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ, ବିଧାୟକ ବେଗୁନିଆ ପ୍ରଦୀପ କୁମାର ସାହୁ,ମହୋତ୍ସବ କମିଟି ସଂଯୋଜକ ବ୍ଲକ୍ ଉନ୍ନୟନ ଅଧିକାରୀ, ବେଗୁନିଆ, ଆବାହକ ସଦସ୍ୟ ତାହସିଦାର, ବେଗୁନିଆ  ଏହି ମହୋତ୍ସବ ଶାନ୍ତି, ଶୃଙ୍ଖଳା, ଭାଇଚାରା, ସମ୍ପ୍ରିତି ବାତାବରଣ ମଧ୍ୟରେ ଆନନ୍ଦ ଉଲ୍ଲାସ ଓ ଆଧ୍ୟାତ୍ମିକ ସହ ସମ୍ପନ୍ନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି l
ରିପୋର୍ଟ --ଗୋପାଳ କୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP