Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ବିସର୍ପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର, ଅନୁଷ୍ଠିତ |

13-Jan-2026

"*ବିସର୍ପ ସଚେତନା ଓ ସ୍ଵାସ୍ଥ୍ୟ ଶିବିର*"
ବ୍ରହ୍ମପୁର, ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଏକଜିମା ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା.ନକୁଳ ସାହୁ କହିଛନ୍ତି ଅଧିକ ଲବଣ, ଅମ୍ଳ, ଆମିଷ, ବାସି ଖାଦ୍ୟ,ମିଠା ଖାଇଲେ, ଗୁହାଳ, ନାଳ, ନର୍ଦ୍ଦମା ଓ ଆଘାତ ଲାଗି ସଂକ୍ରମିତ ହେଲେ ବିଶେଷତଃ ଗୋଡ ହାତରେ ବିସର୍ପ ରୋଗ ହୁଏ। ଏଥିପାଇଁ ଅଧିକ ଦିନ ନିମ୍ବ ପଞ୍ଚାଙ୍ଗ ସିଝାଇ କିମ୍ବା ଚୂର୍ଣ୍ଣ ଖାଇଲେ ଓ ହଳଦୀ, କାସମର୍ଦ ପତ୍ର, ନିମ୍ବ ପତ୍ର ବାଟି ଲଗାଇଲେ ଭଲ ହୋଇଯାଏ।

ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀ ରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରି ଥିଲେ l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡଃ ନକୁଳ ସାହୁ ଅନୁରୋଧ କରିଛନ୍ତିl
ଫୋନ 9861450612।

News Comment

You Might Also Like

BACK TO TOP