Breaking News

ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||     

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପ୍ରାକୃତିକ ଜୀବନ ଓ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ 2026 |

13-Jan-2026

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପ୍ରାକୃତିକ ଜୀବନ ଶୈଳୀ ଓ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ --୨୦୨୬,

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ,

ଖୋର୍ଦ୍ଧା ଜିଲ୍ଲା ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।  ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ  ସୋନାମିକା ରାୟ ଉଦ୍ଘାଟନ କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରଶ୍ମୀବାଳା ପରିଡା, ବିଜୟ କୁମାର ବେହେରା ଓ ପ୍ରଜ୍ଞା ପରମିତା ଜେନା ସହାୟତା ପ୍ରଦାନ କରିଥିଲା ବେଳେ ପ୍ରାରମ୍ଭ ରେ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ସରୋଜ କୁମାର ସିଂ ଏହି ବିଜ୍ଞାନ ମେଳାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ l ପରେ ମୁଖ୍ୟ ବକ୍ତା ରାଜ୍ୟ ପରିବେଶ ବିଜ୍ଞାନ କେନ୍ଦ୍ର ର କାର୍ଯ୍ୟକ୍ରମ ଅଧିକାରୀ ବୈଜ୍ଞାନିକ ପ୍ରଭାତ ମୋହନ ଦାଶ ବିଜ୍ଞାନର ଉପକାରିତା ଓ ଦୈନନ୍ଦିନ ଜୀବନରେ ଏହାର ବ୍ୟବହାର କିପରି ଏକ ଗୁରୁତ୍ଵ ପୂର୍ଣ୍ଣ ଅଙ୍ଗ ହୋଇପଡିଛି ସେ ସମ୍ବନ୍ଧରେ  ବକ୍ତବ୍ୟ ରଖିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଜେବି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଭୁପ୍ରସାଦ ସେନାପତି ଓ ମେଳାର ସଙ୍ଗଠନ ସମ୍ପାଦିକା ତଥା ବି ଇ ଓ ଖୋର୍ଦ୍ଧା ସୁଶ୍ରୀ ଯାଜ୍ଞସେନି ସାହୁ ଉପସ୍ଥିତ ଥିଲେ। ମୋଟ୍ ୭ ଟି ବିଜ୍ଞାନ ଉପ ବିଭାଗ ଯଥା ଉତ୍ତମ ସ୍ୱାସ୍ଥ୍ୟ, ଖାଦ୍ୟ ପ୍ରକ୍ରିୟା ଓ ଜୀବନ ଶୈଳୀ, ପ୍ଲାଷ୍ଟିକର ମୁକ୍ତ ବ୍ୟବହାର , ବୈଦୁତିକ ବର୍ଯ୍ୟବସ୍ତୁ ହ୍ରାସ, ସାଧାରଣ ବର୍ଯ୍ୟ ବସ୍ତୁର ହ୍ରାସ, ଜଳ ସଂରକ୍ଷଣ ଓ ଶକ୍ତି ସଂରକ୍ଷଣ ଉପରେ ପ୍ରକଳ୍ପ ଗୁଡିକ ପ୍ରଦର୍ଶିତ ହୋଇଥିଲା। ଭୁବନେଶ୍ୱର ମହାନଗର ନିଗମ ସହିତ ୧୦ ଗୋଟି ବ୍ଲକରୁ ୭୦ ଟି ପ୍ରକଳ୍ପ କୁନି ବୈଜ୍ଞାନିକ ମାନଙ୍କ ସହିତ ଗାଇଡ ଶିକ୍ଷକ ମାନେ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିଲେ। ପରେ ପରେ ଏକ ବିଜ୍ଞାନ ସେମିନାର ଜିଲ୍ଳାର ବିଜ୍ଞାନ ଶିକ୍ଷକ ମାନଙ୍କ ଦ୍ବାରା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ଜଟଣୀ ବ୍ଲକ ଶିକ୍ଷା ଅଧିକାରୀ ଯୋଗେଶ ଚନ୍ଦ୍ର ସାମନ୍ତ ସିଂହାର, ଓ ବାଣପୁର ବ୍ଲକ ଶିକ୍ଷା ଅଧିକାରୀ ସନାତନ ଜାଲି ପରିଚାଳନା କରିଥିଲେ। ଅପରାହ୍ନ ରେ ବିଚାରକ ମାନଙ୍କ ଦ୍ବାରା ପ୍ରକଳ୍ପ ଗୁଡିକୁ ମୂଲ୍ୟାୟନ କରାଯିବା ପରେ ପ୍ରତ୍ୟେକ ବିଷୟ ବସ୍ତୁର  ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ମୋଟ୍ ୨୧ ଜଣ ପ୍ରତିଯୋଗୀଙ୍କୁ ପୁରସ୍କୃତ କରଯାଇଥିଲା।ପୁରସ୍କାର ବିତରଣି ସଭାରେ ଖୋର୍ଦ୍ଧା ବନଖଣ୍ଡ ଅଧିକାରୀ ଲାଡେ ଗଜାନନ ଦୟାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଟାଙ୍ଗୀ ବ୍ଲକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ସାହୁ ଓ ବାଲିଅନ୍ତା ବ୍ଲକ ଶିକ୍ଷା ଅଧିକାରୀ ଭକ୍ତ ବତ୍ସଳ ମହାପାତ୍ର, ବୋଲଗଡ ବ୍ଲକ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁ ସହାୟତା ପ୍ରଦାନ କରିଥିଲେ। ପୁରସ୍କୃତ ୨୧ ଟି ପ୍ରକଳ୍ପ ମଧ୍ୟରୁ ଯେଉଁ ୩ ଟି ପ୍ରକଳ୍ପ ସର୍ବ ଶ୍ରେଷ୍ଠ ମନୋନୀତ ହୋଇଥିଲେ ସେମାନଙ୍କୁ ଅତିଥି ପୁରସ୍କୃତ କରିଥିଲେ l କାର୍ଯ୍ୟକ୍ରମ କୁ ପରିଚାଳନା କରିବା ପାଇଁ ଓସ୍ତାର ଖୋର୍ଦ୍ଧା ଜିଲ୍ଲା ସଂପାଦକ ସୁଧାକର ମହାପାତ୍ର, ଅମ୍ବିକା ପ୍ରସାଦ ପଟ୍ଟନାୟକ, ସନ୍ତୋଷ ପଟ୍ଟନାୟକ, ମାନସ ପଣ୍ଡା, ମୃତ୍ୟୁଞ୍ଜୟ ମହାପାତ୍ର, ରବୀନ୍ଦ୍ର ପ୍ରଧାନ, ରବିନାରାୟଣ ସାହୁ, ବଦ୍ରି ନାରାୟଣ ରଥ, ପ୍ରଫୁଲ କୁମାର ବେହେରା, ଓ ରାଜ୍ୟ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ର ଯୁଗ୍ମ ସଂପାଦକ ଅଗାଧୁ ସେଠି ,ପରିଚାଳନା କରିଥିବା ବେଳେ ସିଆରସିସି ରେବତୀ ପଣ୍ଡା ସଂଯୋଜନା କରିଥିଲେ। ବିଜେବି ଉଚ୍ଚ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ସାହାଯ୍ୟ ସହଯୋଗ ପାଇଁ ଜିଲ୍ଲାର ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ ସରୋଜ କୁମାର ସିଂହ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। 

News Comment

You Might Also Like

BACK TO TOP