Breaking News

ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||     

ରମ୍ଭା ଅଞ୍ଚଳ ରୁ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର |

15-Jan-2026

ରମ୍ଭା ଥାନା ଅଞ୍ଚଳରୁ ଝୁଲନ୍ତା ଶବ ଉଦ୍ଧାର,

    ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ବାହାଡାପଲୀ ଗ୍ରାମ ନିକଟସ୍ଥ ନିସ୍ତାପଲୀ ପୋଖରୀ ହୁଡ଼ାରେ ଥିବା ଏକ ଓସ୍ତ ଗଛରେ ଜଣେ ଯୁବକ ର ଶବ ଝୁଲୁଥିବା ଦେଖି ଅଞ୍ଚଳ ଲୋକ ଥାନରେ ଖବର ଦେଇଥିଲେ। ଖବର ପାଇ ପୋଲିସ ଏସ୍ ଆଇ ଧରିତ୍ରୀ ବିଶ୍ଵାଳ ଓ କିଛି କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ଅନୁଧ୍ୟାନ କରୁଛନ୍ତି। ମୃତ ଯୁବକ ଜଣକ ପଶ୍ଚିମବଙ୍ଗ ରାଜ୍ୟର ସୁବାଷ ହେମରାମ ବୋଲି ତାଙ୍କ ପକେଟ୍ ରୁ ବାହାରି ଥିବା ଆଧାର କାର୍ଡ ରୁ ଜଣାପଡିଛି।ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସଠିକ୍ ତଥ୍ୟ ମିଳିବ ବୋଲି ପୋଲିସ ସୁତ୍ରରୁ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP